-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ମହାନଦୀ ପଠାରୁ ଆହତ ହରିଣ ଉଦ୍ଧାର, ଚିକିତ୍ସା ପାଇଁ ନେବା ବେଳେ ମୃତ୍ୟୁ ।

04-May-2021



ବୀରମହାରାଜପୁର - (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ଅନ୍ତର୍ଗତ କେଳଗାଁ ମହାନଦୀ କୂଳରୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଆହାତ ହରିଣ ଉଦ୍ଧାର । ବୌଦ୍ଧ ଜିଲ୍ଲା ଡମ୍ବରୁଗଡ ପାହାଡରୁ ମହାନଦୀ ପାଣି ପାଇବାକୁ ଆସିଥିବା ବେଳେ ଶିକାରୀ ଆକ୍ରମଣରେ ଗୁରୁତର ଆହତ ହୋଇଥିବା ସ୍ଥାନୀୟ  ଲୋକେ ଅଭିଯୋଗ କରିଛନ୍ତି । ଏନେଇ ସୁବଳୟା ବନ ବିଭାଗକୁ ଖବର ଦେବା ପରେ ବନବିଭାଗ  କର୍ମଚାରୀ

ଘଟଣା ସ୍ଥଳରେ ପହଞ୍ଚି ଆହାତ ହରିଣକୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନା ନେବା ବାଟରେ ହରିଣ ମୃତ୍ୟୁ ହୋଇଥିଲା । ବୀରମହାରାଜପୁର ରେଞ୍ଜର ଅବିନାଶ ବରିହା ଙ୍କ ଉପସ୍ଥିତିରେ ପ୍ରାଣୀ ଚିକିତ୍ସା ଅଧିକାରୀ ଡା :ସୁବ୍ରତ ପୁରୋହିତ ହରିଣକୁ ଶବ ବ୍ୟବଚ୍ଛେଦ କରି ହରିଣର ମର ଶରୀର ପୋତି ଦିଆଯାଇଥିଲା । ବନବିଭାଗ ର ଅବହେଳା ଯୋଗୁ ପ୍ରତେକ ଦିନ ନିରିହ ବନ୍ୟ ଜନ୍ତୁ ଶିକାରୀ ମୁହଁରେ ପଡି ମୃତ୍ୟୁ ବରଣ କରୁଥିବା ଦେଖିବାକୁ ମିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like