-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||     

HOME   ଜିଲ୍ଲା

ଆସିଲେନି ଘରଲୋକେ ସମ୍ମାନ ର ସହ ଶବଦାହ କଲା ନିଷ୍ଠା ପରିବାର

05-May-2021



ବରଗଡ(ମୁକୁନ୍ଦ ଦାଶ): ଜଣେ ବୃଦ୍ଧ ମୃତକଙ୍କ ପରିଚୟ ପାଇବା ପାଇଁ ନିଷ୍ଠା ପରିବାର ତରଫରୁ  ସୋସିଆଲ ମିଡିଆ ରେ ପୋଷ୍ଟ  କରାଯାଇଥିଲା । ପରେ ଜଣାପଡ଼ିଲା ଯେ ମୃତ୍ୟୁବରଣ କରିଥିବା ଅସହାୟ ବୃଦ୍ଧ ଜଣକ ହେଉଛନ୍ତି ବରପଦର ଗୋବିନ୍ଦପୁର ର ରବି ଶଙ୍କର ଜାଲ(ମାଖନୁ)  l ଲୋକଙ୍କୁ ଶବଦାହ କରିବାକୁ ନିଷ୍ଠା ପରିବାର ପକ୍ଷରୁ ଅନୁରୋଧ କରାଯାଇଥିଲା। ଘରୋଇ ଝଗଡା ତଥା ତାଙ୍କ ଭିତରେ ଥିବା ମନମାଳିନ୍ଯ ଯୋଗୁଁ ଶବଦାହ କରିପାରିବୁ ନାହିଁ ବୋଲି ରୋକଠୋକ ମନା କରିଥିଲେ ସମସ୍ତେ। ଏ ବାବଦରେ ନିଷ୍ଠା ପରିବାର ର ସଭ୍ୟ ମାନେ ସ୍ଥାନୀୟ ସରପଞ୍ଚ ପ୍ରତିଭା ନାଏକ ଙ୍କୁ ଯୋଗାଯୋଗ କରି ଘଟଣା ସଂପର୍କ ରେ କହିଥିଲେ ସେ ମଧ୍ୟ ବହୁତ ବୁଝାସୁଝା କଲେ କିନ୍ତୁ ସେମାନେ ସଂପୁର୍ଣ ଭାବରେ ମନାକଲେ ।ତାପରେ ଶବଦାହ ପାଇଁ ନିଷ୍ଠା ପରିବାରକୁ ସହଯୋଗ ର ହାତ ବଢାଇଲେ ସରପଞ୍ଚଙ୍କ ସ୍ବାମୀ ତଥା ପୁର୍ବତନ ସରପଞ୍ଚ ପ୍ରଫୁଲ୍ଲ ନାଏକ ଏବଂ ନିଷ୍ଠା ପରିବାର ର ସହ କଲେ ଶବଦାହ ଓ ଦେଇଥିଲେ ମୁଖାଗ୍ନୀ। ନିଷ୍ଠା ପରିବାର ର ସଂପାଦକ ଅଶ୍ବିନୀ ତ୍ରିପାଠୀ,ସଦସ୍ଯ ମାନସ

ମେହେର,ରାଜେଶ ପ୍ରଧାନ,ଶ୍ରୀବତ୍ସ ପ୍ରଧାନ, ଦୟାନିଧି ଷଢଙ୍ଗୀ, ସଂକେତ ଆଠଘରା,ଭରତ ପଣ୍ଡା ପ୍ରମୁଖ ଶବଦାହ ରେ ସାମିଲ ହୋଇଥିଲେ ।ଏଭଳି ସମୟରେ ସହଯୋଗ ର ହାତ ବଢାଇଥିବାରୁ ପ୍ରଫୁଲ୍ଲ ନାଏକଙ୍କୁ ନିଷ୍ଠା ପରିବାର ତରଫରୁ   ଧନ୍ୟବାଦ ଜ୍ଞାପନ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026

You Might Also Like