-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||     

HOME   ରାଜ୍ୟ

ରାଜ୍ୟରେ ପୁଣି ୧୦ହଜାର ମୁହାଁ ଦୈନିକ ସଂକ୍ରମଣ, ଖୋର୍ଦ୍ଧା ଓ ସୁନ୍ଦରଗଡ ଜିଲ୍ଲାରେ ସର୍ବାଧିକ

05-May-2021



ଭୁବନେଶ୍ବର,(ପ୍ରେରଣା ଖବର) : ରାଜ୍ୟରେ ପୁଣି ୧୦ହଜାରମୁହାଁ ଦୈନିକ ସଂକ୍ରମଣ। ଗତ ୨୪ଘଣ୍ଟାରେ ଆଉ ୯୮୮୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୯ଟି ଜିଲ୍ଲାରେ ୪୦୦ ଉପରେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୩୧ ଜଣ ନୂଆ ଆକ୍ରାନ୍ତ ହୋଇଛନ୍ତି।
ସେହିପରି ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଯାଇଛି । ଦିନକରେ ସୁନ୍ଦରଗଡ଼ରେ ୧ ହଜାର ୧୩୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି କଟକରୁ ୭୯୦ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ଟି ଜିଲ୍ଲାରେ ସଂକ୍ରମଣ ୪ଶହ ଉପରେ ରହିଛି । ବରଗଡରୁ ୪୮୩, ସମ୍ବଲପୁରରୁ ୪୭୦, ଅନୁଗୁଳରୁ ୪୪୩, ପୁରୀରୁ ୪୩୬ ଓ କଳାହାଣ୍ଡିରୁ ୪୧୪ ନୂଆ ମାମଲା ଆସିଛି। ଝାରସୁଗୁଡ଼ାରୁ ୩୮୬, ନୂଆପଡ଼ାରୁ ୩୩୫, ବଲାଙ୍ଗୀରରୁ ୩୨୬, ଗଞ୍ଜାମରୁ ୩୧୦, ଯାଜପୁରରୁ ୨୮୨, ମୟୂରଭଞ୍ଜରୁ ୨୪୩ ଓ ନୟାଗଡ଼ରୁ ୨୨୩ ଜଣଙ୍କ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ପଜିଟିଭ୍‌ ୪ଲକ୍ଷ ୮୧ହଜାର ୪୨୫କୁ ବୃଦ୍ଧି ପାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026

You Might Also Like