-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||     

HOME   ଜିଲ୍ଲା

ଚିରନ୍ତନ ମାନବୀୟ ମୂଲ୍ୟବୋଧର କଥା କହେ ମନୋଜ ଦାସଙ୍କ ସାହିତ୍ୟ

06-May-2021



-କଂଟାବାଞ୍ଜି,(ପ୍ରେରଣା ଖବର) ଚିରନ୍ତନ ମାନବୀୟ ମୂଲ୍ୟବୋଧର କଥା କହେ ମନୋଜ ଦାସଙ୍କ ସାହିତ୍ୟ । ମାନବୀୟ ନିତିବୋଧ ଓ ରୁଚି ବୋଧ କୁ ନେଇ ଅତ୍ୟନ୍ତ ସୁକୁମାର ଶୈଳି ରେ ମନୋଜ ଦାସ ଉପସ୍ଥାପିତ କରନ୍ତି ଗପ ଗୁଡିକୁ । ତାଙ୍କର ଗପ ଗୁଡିକର ଲୌକିକ, ଅଲୌକିକ, ଇହଲୋକ ଓ ପରଲୋକର ପରିବେଶ ପାଠକଙ୍କୁ ମୁଗ୍ଧ କରେ । ସୁଚନା ଯୋଗ୍ୟ ଯେ, କେଭି ମହାବିଦ୍ୟାଳୟ କଂଟାବାଞ୍ଜି

ପକ୍ଷରୁ ବିଶିଷ୍ଠ ଲେଖକ ମନୋଜ ଦାସଙ୍କ ସ୍ମୁତିରେ ଏକ ଭରଚୁଏଲ ସ ଦର୍ଶନ ତାଙ୍କ ସାହିତ୍ୟ କୃତି ବିଷୟରେ ବିଶଦ ଆଲୋଚନା କରିଥିଲେ । ମହାବିଦ୍ୟାଳୟର ଅଧକ୍ଷ ସତ୍ୟବ୍ରତ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିବା ବେଲେ ସଭା ପରିଚାଳନା କରିଥିଲେ ଅଧ୍ୟାପକ ଡ ସଂଜୟ କୁମାର ମିଶ୍ର, ବଲାଙ୍ଗୀର, ବରଗଡ, ସମ୍ବଳପୁର, ଝାରସୁଗୁଡା, ନୂଆପଡା ଆଦି ଅଂଚଳର ବହୁ ବିଶିଷ୍ଠ ବିଦ୍ୱାନ ଏବଂ ଛାତ୍ରଛାତ୍ରୀ ଉକ୍ତ ସଭାରେ ଯୋଗ ଦେଇଥିଲେ । ପ୍ରଫେସର ମେହେର ଏବଂ ଡ. ରାଉତ ତାଙ୍କ ନିଜନିଜ ଯାଦୁକରି ବକ୍ତବ୍ୟରେ ମନୋଜ ଦାସଙ୍କ ସାହିତ୍ୟ ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ । ପ୍ରଫେସର ମେହେର ମାଙ୍ଗଲ୍ୟର ମନ୍ତ୍ର ଉଚ୍ଚାରଣ ପାଇଁ ଜନ୍ମ ନେଇଥିଲେ,  ମନୋଜ ଦାସ ବୋଲି ନିଜ ବକ୍ତବ୍ୟରେ କହିଥିଲେ ।

  ଫକୀର ମୋହନ ବିଶ୍ୱବିଦ୍ୟାଳୟ ବାଲେଶ୍ୱରର ଓଡିଆ ବିଭାଗ ପ୍ରଫେସର ଡ. ମନିନ୍ଦ୍ର କୁମାର ମେହେର ଏବଂ ଶିମିଲିଗୁଡା ମହାବିଦ୍ୟାଳୟର ଓଡିଆ ଅଧ୍ୟାପିକା ଡ.ବିଦ୍ୟୁତ ପ୍ରଭା ରାଉତ ଅତିଥି ଭାବରେ ଯୋଗ ଦେଇ ମନୋଜ ଦାସଙ୍କ ଜୀବନୀ ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026

You Might Also Like