-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

କରୋନା ଯୁଦ୍ଧରେ ହାରିଗଲେ ଜଣେ ସାରସ୍ୱତ ଯୋଦ୍ଧା: ଟିଟିଲାଗଡ଼ ଡିଏଭି କଲେଜର ପ୍ରାକ୍ତନ ପ୍ରାଧ୍ୟାପକ ତଥା ବାଗ୍ମୀ ଡ଼. ଅଜାମ୍ବର ମଲ୍ଲ ଆଉ ନାହାନ୍ତି

07-May-2021



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର) : ଟିଟିଲାଗଡ଼ ଡ଼ିଏଭି କଲେଜର ପୂର୍ବତନ ପ୍ରାଧ୍ୟାପକ, ଜଣେ ପ୍ରଖର ବାଗ୍ମୀ, ଗାଳ୍ପିକ ତଥା ସ୍ତମ୍ବକାର ଡ଼. ଅଜାମ୍ବର ମଲ୍ଲଙ୍କ କରୋନାରେ ଆକ୍ରନ୍ତ ହୋଇ ଆଜି ସକାଳେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି l ମୃତ୍ୟୁ ସମୟରେ ତାଙ୍କୁ 74 ବର୍ଷ ହେଉଥିଲା l ଗତ କିଛିଦିନ ତଳେ କରୋନା ପଜିଟିଭ ଚିହ୍ନଟ ହେବା ପରେ ଶ୍ରୀ ମଲ୍ଲ ଙ୍କୁ ବଲାଙ୍ଗିର କିମସ୍ ହସ୍ପିଟାଲରେ ଭର୍ତି କରାଯାଇଥିଲା l କିଛି ଦିନ ଧରି ସୁସ୍ଥ ହେବା ପରେ ହଠାତ୍ ଆଜି ତାଙ୍କ ସ୍ୱାସ୍ଥ୍ୟରେ ଅବନତି ଘଟିଥିଲା l ଡାକ୍ତରଙ୍କ ସବୁ ପ୍ରକାର ଉଦ୍ୟମ ବିଫଳ ହୋଇଥିଲା l ଆଜି ସକାଳ ପ୍ରାୟ 5 ଟା ସମୟରେ ଶ୍ରୀ ମଲ୍ଲ ସମସ୍ତଙ୍କୁ ଶୋକ ସାଗରରେ ଭସାଇ ଦେଇ ଆର ପାରି କୁ ଚାଲିଗଲେ l ଡ଼. ଅଜାମ୍ବର ମଲ୍ଲ ଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବାପରେ ବଲାଙ୍ଗିର ଓ ଟିଟିଲାଗଡ ର ବୁଦ୍ଧିଜୀବୀ ତଥା ଛାତ୍ରଛାତ୍ରୀ ମହଲରେ ଗଭୀର ଶୋକ ର ଲହରୀ ଖେଳିଯାଇଛି  l
ଜଣେ ଛାତ୍ର ବତ୍ସଳ ଅଧ୍ୟାପକ ଭବରେ ଶ୍ରୀ ମଲ୍ଲ ଜଣାଶୁଣା ଥିଲେ l ତାଙ୍କର ଉଚ୍ଚକୋଟୀର ଅଧ୍ୟାପନା ଶୈଳୀ ଏବଂ ଗୁଢ଼ ବିଷୟବସ୍ତୁ କୁ ମଧ୍ୟ ସରଲ ଭାଷାରେ ଉପସ୍ଥାପନ କରିବାର କଳା ତାଙ୍କୁ ଚିର ଦିନ ଅମର କରି ରଖିଥିବ l
   ସୂଚନାଯୋଗ୍ୟ, ଶ୍ରୀ ମଲ୍ଲ ପ୍ରଥମେ ଭଦ୍ରକ କଲେଜ ରେ ଓଡିଆ  ବିଭାଗର ଅଧ୍ୟାପକ ଭବରେ ନିଜର ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ l ପରବର୍ତ୍ତୀ ସମୟରେ ବଲାଙ୍ଗିର ସରକାରୀ ମହିଳା ମହାବିଦ୍ୟାଳୟ ଓ ରାଜେନ୍ଦ୍ର କଲେଜରେ ଓଡ଼ିଆ ଅଧ୍ୟାପକ ଭବରେ ଛାତ୍ରଛାତ୍ରୀ ମହଲରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି  କରିପାରିଥିଲେ l 2007 ମସିହରେ ଟିଟିଲାଗଡ଼ ଡିଏଭି କଲେଜରେ ଓଡିଆ ବିଭାଗର ପ୍ରାଧ୍ୟାପକ ଭବରେ ସେ ଅବସରଗ୍ରହଣ କରି ସାହିତ୍ୟ ସାଧନାରେ ନିଜକୁ ନିମଗ୍ନ କରିଦେଇଥିଲେ l ଟିଟିଲାଗଡ଼ ଭାଟି ପଡା ରେ ନିଜର ପରିବାର ସହ ଅବସ୍ଥାନ କରୁଥିଲେ ଶ୍ରୀ ମଲ୍ଲ l  ଶ୍ରୀ ମଲ୍ଲ ଙ୍କ ବିୟୋଗ ବଲାଙ୍ଗିର ର ଶିକ୍ଷା କ୍ଷେତ୍ରରେ ଏକ ଅପୂରଣୀୟ କ୍ଷତି ବୋଲି ମତପ୍ରକାଶ ପାଇଛି l ଶ୍ରୀ ମଲ୍ଲ ଜିଲ୍ଲା ଲେଖକ  ପରିଷଦ ର ପ୍ରତିଷ୍ଠାତା ସଭ୍ୟ ରହିବା ସହିତ ଓଡିଶ ସାହିତ୍ୟ ଏକାଡେମୀ ପକ୍ଷରୁ ପୁରସ୍କୃତ ମଧ୍ୟ ହୋଇଥିଲେ l ଟିଟିଲାଗଡ଼ ର ଏକାଧିକ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ସହ ଜଡିତ ଥିବା ଶ୍ରୀ ମଲ୍ଲ ଙ୍କ ବିଭିନ୍ନ୍ ସଭାସମିତିରେ ଓଜସ୍ଵିନୀ ଭାଷଣ ପ୍ରକୃତରେ ପ୍ରେରଣାଦାୟୀ ଥିଲା l ଶ୍ରୀ ମଲ୍ଲ ଙ୍କ ପରି ଜଣେ ଆଦର୍ଶ ଅଧ୍ୟାପକ ପ୍ରଚଣ୍ଡ ବାଗ୍ମୀ ଆଉ ସର୍ବୋପରି ଜଣେ ଭଲ ମଣିଷ କୁ ଆଜି ବଲାଙ୍ଗିର ଝୁରି ହେଉଛି l ଶ୍ରୀ ମଲ୍ଲ ଙ୍କ ତିନୋଟି ପୁଅ ଓ ଗୋଟିଏ ଝିଅ ରହିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like