-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ଜୁନ୍ ୩୦ ସୁଦ୍ଧା ମାଟ୍ରିକ୍ ପରୀକ୍ଷା ଫଳ, ନବମ-ଦଶମ ପରୀକ୍ଷାର ମୂଲ୍ୟାଙ୍କନକୁ ଗୁରୁତ୍ୱ

07-May-2021



ଭୁବନେଶ୍ୱର(ପ୍ରେରଣା ଖବର ବ୍ୟୁରୋ): ଆସନ୍ତା ଜୁନ ମାସ ୩୦ ତାରିଖ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ । ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଏନେଇ ଗାଇଡଲାଇନ୍ ଜାରି କରାଯାଇଛି । ଦଶମ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ନେଇ ପଦ୍ଧତି ଚୂଡ଼ାନ୍ତ ହୋଇଛି । ନବମ ଓ ଦଶମ ଶ୍ରେଣୀ ପରୀକ୍ଷାର ମୂଲ୍ୟାଙ୍କନକୁ ନେଇ ପରୀକ୍ଷା ଫଳ ପ୍ରକାଶ କରାଯିବ । ନବମ ଶ୍ରେଣୀର ଷାଣ୍ମାସିକ ଓ ବାର୍ଷିକ ପରୀକ୍ଷା ଫଳକୁ ବିଚାର କରାଯିବ । ସେହିପରି ଦଶମ ଶ୍ରେଣୀର ୨ୟ, ୩ୟ ଓ ୪ର୍ଥ ଅଭ୍ୟାସ ପରୀକ୍ଷାର ଫଳକୁ ବିଚାରକୁ ନିଆଯିବ । ଦଶମ ଶ୍ରେଣୀର ୩ଟି ଅଭ୍ୟାସ ପରୀକ୍ଷାର ୨ଟି ସର୍ବୋଚ୍ଚ ମାର୍କକୁ ବିଚାରକୁ ନିଆଯିବ । ନବମ ଶ୍ରେଣୀର ସର୍ବୋଚ୍ଚ ମାର୍କର ୪୦ ପ୍ରତିଶତ ଗୁରୁତ୍ୱ ଦିଆଯିବ ।

ସୂଚନାଯୋଗ୍ୟ, ଦୀର୍ଘ ଏକ ବର୍ଷରୁ ଅଧିକ ସମୟ ଧରି ରାଜ୍ୟରେ କରୋନା ଭାଇରସ ମହାମାରୀ କାୟା ବିସ୍ତାର କରିଛି । କରୋନା ଭାଇରସ ଲାଗି ଶିକ୍ଷା ବର୍ଷ ୨୦୨୦-୨୧ରେ ଶିକ୍ଷାଦାନ ବ୍ୟବସ୍ଥାରେ ବ୍ୟାପକ ପ୍ରଭାବିତ ହୋଇଛି । ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ବର୍ଷର ଅଧିକ ସମୟ ଧରି ଅନ୍‌ଲାଇନ୍‌ରେ କ୍ଲାସ କରାଯାଇଥିଲା । ଜାନୁଆରି ପ୍ରଥମ ସପ୍ତାହ ପରେ ପ୍ରାୟ ୩ ମାସ ଯାଏଁ ନବମ ଓ ଦଶମ ଶ୍ରେଣୀର କ୍ଲାସ ଅଫଲାଇନ୍‌ରେ ହୋଇଥିଲା । ୧୦୦ ଦିନର କ୍ଲାସ ପରେ ବୋର୍ଡ ପକ୍ଷରୁ ମାଟ୍ରିକ ପରୀକ୍ଷା କରିବାକୁ ଲକ୍ଷ୍ୟ ରଖାଯାଇଥିଲା । କିନ୍ତୁ ଶେଷ ପର୍ଯ୍ୟାୟରେ କରୋନାର ୨ୟ ଲହର ଦାଉ ସାଜିଥିଲା । ଶେଷରେ ସରକାର ବାଧ୍ୟ ହୋଇ ମାଟ୍ରିକ ପରୀକ୍ଷାକୁ ବାତିଲ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ