-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି : ବିଶ୍ୱ ରେଡକ୍ରସ ଦିବସରେ ରକ୍ତଦାନ ଶିବିର

08-May-2021



କଣ୍ଟାବାଞ୍ଜି (ପ୍ରେରଣା ଖବର): ବର୍ତ୍ତମାନ କରୋନା ଯୋଗୁଁ ରକ୍ତର ଘୋର ଅଭାବ ଦେଖାଦେଇଥିବା ବେଳେ ଆଜି ବିଶ୍ୱ ରେଡକ୍ରସ ଦିବସ ଅବସରରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।ଜୁନିୟର ରେଡକ୍ରସ ସୋସାଇଟି ବଲାଙ୍ଗୀର ଆନୁକୂଲ୍ୟରେ ଜିଲ୍ଲା ଶିକ୍ଷା ଅଧିକାରୀ ଧ୍ରୁବଚରଣ ବେହେରା ଓ ଜିଲ୍ଲା ସମ୍ପାଦକ ଜ୍ୟୋତି ପ୍ରସାଦ ପରିଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କଣ୍ଟାବାଞ୍ଜି ରକ୍ତ ଭଣ୍ଡାରରେ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା।ଜୁନିୟର ରେଡକ୍ରସ ପରାମର୍ଶ ଦାତା ବିରଞ୍ଚି ନାରାୟଣ ଦାଶଙ୍କ ପ୍ରଚେଷ୍ଠାରେ ଉପଖଣ୍ଡ ଆରକ୍ଷୀ ଅଧିକାରୀ ସରୋଜ କୁମାର ମହାପାତ୍ର, ସମାଜ ସେବୀ ଅଜୟ ଦାସ ଓ ଥାନା ଅଧିକାରୀ ସତ୍ୟଜିତ କାଣ୍ଡେଲକର ଆଦି  ଅତିଥି ମାନଙ୍କ ଗହଣରେ ଡାକ୍ତରଖାନାରେ ଥିବା ରୋଗୀ ମାନଙ୍କୁ ପାଉରୁଟି, ବିସ୍କୁଟ ଓ ମାସ୍କ ବଣ୍ଟନ କରାଯାଇଥିଲା।ତାପରେ ରୂପାଲି ଜୈନ,ଜୁନିୟର ରେଡକ୍ରସ ସଭ୍ୟ ରାଜେନ୍ଦ୍ର ଦୋରା,ସମ୍ବାଦିକ ତୁଳସୀ ମହତ,ଫକୀର ପୁଟେଲ ରାଜେନ୍ଦ୍ର ତାଣ୍ଡି ଆଦି ରକ୍ତ ଦେଇଥିଲେ।ରକ୍ତଦାତା ମାନଙ୍କୁ ପ୍ରମାଣ ପତ୍ର ଦେବା ସହିତ ରକ୍ତ ଦେବାକୁ ଲୋକଙ୍କୁ ମନେଇବା ସହିତ ରକ୍ତ ଦେଉଥିବା ରକ୍ତ ନାୟକ ସଂଗ୍ରାମ ତ୍ରିପାଠୀ,ଦୁର୍ଗା ତାଣ୍ଡି ଓ ପ୍ରଶାନ୍ତ ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।ଏହି ଶିବିର ର ଆୟୋଜନରେ ମାଝିପଡା ପ୍ରାଥମିକ ବିଦ୍ୟାଳୟ ଓ ନିର୍ଝରିଣୀ କଣ୍ଟାବାଞ୍ଜି ର ସହଯୋଗ କରିଥିଲେ।ସମାଜସେବୀ ଆଶିଷ ଜୈନ,ଥମିର ଛତ୍ରିଆ, ସଂଗ୍ରାମ ତ୍ରିପାଠୀ, ଶିବ ସାହୁ, କୁନାଲ ଦାସ, ଦୁର୍ଗା ତାଣ୍ଡି, ପ୍ରଶାନ୍ତ ସାହୁ, ଗୁରୁବାରୁ ରଣା ଆଦି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like