-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ରାଜ୍ୟ

*ଓଡ଼ିଶାରେ ଏମିତି ଚାଲିଛି କୋଭିଡ ଚିକିତ୍ସା: ମୃତ୍ୟୁର ୧୦ଦିନ ପରେ ଆସୁଛି ଫୋନ୍ କଲ, ଆପଣଙ୍କ ରୋଗୀଙ୍କ ଅମ୍ଲଜାନ ଲେଭଲ୍ ୯୩ ଅଛି*

08-May-2021



ଭୁବନେଶ୍ୱର, (ଶୁଭାଶିଷ ନାୟକ): ଆପଣଙ୍କ ରୋଗୀର ଅମ୍ଲଜାନ ସାଚୁରେସନ୍ ଲେଭଲ୍ ୯୩ ଅଛି । ସେ ଏବେ ସୁସ୍ଥ ଅଛନ୍ତି । ରୋଗୀଙ୍କ ମୃତ୍ୟୁର ୧୦ଦିନ ପରେ ଅର୍ଥାତ୍ ଗୁରୁବାର ସନ୍ଧ୍ୟାରେ ସମ୍ପର୍କୀୟଙ୍କୁ ଏଭଳି ଫୋନ୍ କଲ୍ ଆସିଛି । ଏହାଶୁଣି ମୃତକଙ୍କ ପରିବାରଲୋକେ ଆଶ୍ଚର୍ଯ୍ୟ ହେବା ସହ ହସ୍ପିଟାଲ ଅବହେଳା ଯୋଗୁ ତାଙ୍କ ରୋଗୀ ୧୦ଦିନ ହେବ ମରିସାରିଥିବା କହିଥିଲେ । ଏମିତିକି ଏବେ ଏବେ ଦଶତୁଠରୁ କ୍ରିୟାକର୍ମ ସାରି ଫେରୁଛୁ । ଆଉ ଆମ ଅଜା କେମିତି ବଞ୍ଚିଲେ ବୋଲି ନାତି ପ୍ରଶ୍ନ କରିଥିଲେ । ଏହାପରେ ହସ୍ପିଟାଲ କର୍ମଚାରୀ ଜଣକ ଭୁଲ୍ରେ ଫୋନ୍ ଲାଗିଯାଇଥିବା କହି କଲ୍ କାଟିଦେଇଥିଲେ । ପରେ ହସ୍ପିଟାଲକୁ ବାରମ୍ବାର ଫୋନ୍ କରିଥିଲେ ବି କେହି ଉଠାଇନଥିଲେ ।
ସୂଚନା ଅନୁଯାୟୀ, ତାଳଚେର ହାଟତୋଟା ଅଞ୍ଚଳରେ କର୍ଣ୍ଣବୀର ରାୟ(୮୫) ନାମକ ଜଣେ ବରିଷ୍ଠ ନାଗରିକ ରହୁଥିଲେ । ଗତ ଅପ୍ରେଲ୍ ୨୪ ତାରିଖରେ ଶ୍ୱାସକ୍ରିୟାରେ ଅସୁବିଧା ହେବାରୁ ତାଙ୍କୁ ତାଳଚେରର ଏକ ହସ୍ପିଟାଲ୍କୁ ନିଆଯାଇଥିଲା । ପରେ ପରିବାର ଲୋକେ ସେଠାରୁ ତାଙ୍କୁ ଅନୁଗୁଳ ନେଇଆସିଥିଲେ । ଅନୁଗୁଳରେ ତାଙ୍କର ଆର୍ଟିପିସିଆର ଟେଷ୍ଟ କରାଯିବାରୁ ସେ କୋଭିଡ଼ ପଜିଟିଭ୍ ଥିବା ଜଣାପଡ଼ିଥିଲା । ଫଳରେ ଅନୁଗୁଳ ଡାକ୍ତରଖାନା ପକ୍ଷରୁ ତାଙ୍କୁ କଟକ ବଡ଼ମେଡିକାଲ୍କୁ ସ୍ଥାନାନ୍ତର କରାଯାଇଥିଲା । ତେବେ ପରିବାର ଲୋକେ ତାଙ୍କୁ ବଡ଼ମେଡିକାଲ ନନେଇ କଟକସ୍ଥିତ ଏକ ଘରୋଇ ମେଡିକାଲ୍କୁ ନେଇଯାଇଥିଲେ । ହେଲେ ସେଠାରେ ମେଡିକାଲ କର୍ତ୍ତୁପକ୍ଷ ତାଙ୍କୁ ସରକାରୀ କୋଭିଡ ମେଡିକାଲକୁ ନେଇଯିବାକୁ ପରାମର୍ଶ ଦେଇଥିଲେ । ଏହାପରେ ସେମାନେ ବିଏମ୍ସିର ସହାୟତା ନେଇ ୨୫ ତାରିଖରେ ଭୁବନେଶ୍ୱରରେ ଥିବା ଏକ ଘରୋଇ ମେଡିକାଲର କୋଭିଡ ୱାର୍ଡରେ ଭର୍ତ୍ତି କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like