-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||     

HOME   ଜିଲ୍ଲା

ସାଲେଭଟା ସରକାରୀ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଜୁନିଅର ରେଡକ୍ରସ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ

08-May-2021



ସାଲେଭଟା(ପ୍ରେରଣା ଖବର) ,  : ବଲାଙ୍ଗିର ଜିଲ୍ଲା ଆଗଲପୁର (ଡୁଡୁକା ) ବ୍ଲକ ସାଲେଭଟା ସରକାରୀ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଜୁନିଅର ରେଡକ୍ରସ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ ହୋଇଯାଇଛି । ରେଡକ୍ରସ ପ୍ରତିଷ୍ଠାତା ସାର ଜାଁ ହେନେରୀ ଡୁନାଂଟଙ୍କ ତୈଳଚିତ୍ର ପ୍ରତି ମାଲ୍ୟାର୍ପଣ ସହ ଦୀପ ପ୍ରଜ୍ଜଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା ।

ସାଲେଭଟା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ଜୁନିଅର ରେଡକ୍ରସ ପରାମର୍ଶଦାତା ଦୂର୍ଯ୍ୟୋଧନ ପଶାୟତଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ସିଆରସିସି ସଦାନନ୍ଦ ଭୋଇ  ଏବଂମୁଖ୍ୟବକ୍ତା ଭାବରେ  ପ୍ରମେୟ ଆଗଲପୁର ବ୍ଲକ ପ୍ରତିନିଧି ବିରାଜ ନନ୍ଦ ପାଢୀ ଯୋଗଦାନ କରିଥିବା ବେଳେ  ସମ୍ମାନୀତ ଅତିଥିଭାବରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରୁଦ୍ରକାନ୍ତ ମେହେର ଓ ମୁର୍ଷଣ୍ଡି ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନେତ୍ରାନନ୍ଦ ସାହୁ  ଯୋଗ ଦେଇଥିଲେ । ଏହି ଅବସରରେ ରେଡକ୍ରସର ଆଭିମୁଖ୍ୟ ସ୍ୱାସ୍ଥ୍ୟ, ସେବା ଓ ବନ୍ଧୁତା ବାର୍ତା ନେଇ ସ୍ୱେଚ୍ଚାସେବୀମାନେ ସାଲେଭଟା ଗ୍ରାମର ଆର୍ଥିକ ଅନଗ୍ରସର ପରିବାରକୁ ମାସ୍କ, ସାବୁନ, ବିସ୍କୁଟ, ଚାଉଳ ଓ ପନିପରିବା ଦେବା ସହିତ କରୋନାରୁ ନିଜକୁ ସୁରକ୍ଷିତ ରହିବାକୁ ଆହ୍ୱାନ ଦେଇଥିଲେ । ଶିକ୍ଷୟତ୍ରୀ କୁନ୍ତି ପଧାନ ଧନ୍ୟବାଦ ଅର୍ପଣ 

କରିଥିବା ବେଳେ ଅଳକା ପଣ୍ଡା, ଧରିତ୍ରୀ ସାହୁ, ଗୁରୁବାରୀ ପଧାନ, ଶିତୟା ପଧାନ, କାଂଚନ ହୋତା, ଦଶରଥ ପଟେଲ ଓ ଅଙ୍ଗନୱାଡି କିର୍ମ ବିନୟା ସାହୁ, ଲିଲି ରଣା ପ୍ରମୁଖ ଉପସ୍ଥିିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026

You Might Also Like