-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||     

HOME   ଜିଲ୍ଲା

ଚିତାବାଘ ନୁହେଁ ଏହା ବଣ ବିଲେଇ ସୂଚନା ଦେଲେ ବନବିଭାଗ ଅଧିକାରୀ ।

09-May-2021



ସାଲେପୁର(ଦୀପକ କୁମାର ଷଡଙ୍ଗୀ) କଟକ ଜିଲ୍ଲା :ସାଲେପୁର ବ୍ଲକ ଅନ୍ତର୍ଗତ ନାଦୋଳଗଡା ବଜାରପାଖ ରେ ଏକ ଛୋଟ ଚିତାବାଘ ବୋଲି ଅନୁମାନ କରି ସ୍ଥାନୀୟ ଲୋକେ ଛାତଉପରେ ଚଢି ଦୂରରୁ ଦେଖି ଭିଡିଓ କରି ସୋସିଆଲ ମିଡ଼ିଆ ରେ ଭାଇରାଲ କରି ବନବିଭାଗକୁ ଖବର ଦେଇଥିଲେ ସ୍ଥାନୀୟ ଗ୍ରାମବାସୀ। ବନ ବିଭାଗ କର୍ମଚାରୀ ଘଟଣା ସ୍ଥଳରେ

ପହଞ୍ଚି   ଡ଼ାକବାଜି ଯନ୍ତ୍ର ମାଧ୍ୟମରେ ଲୋକମାଙ୍କୁ ସଚେତନ କରିବା ସହିତ ଗତକାଲି ରାତ୍ରି ରୁ ପ୍ରାୟ ୩୦ ଉର୍ଦ୍ଧ୍ଵ କର୍ମଚାରୀ ପେଟ୍ରୋଲିଙ୍ଗ କରିବା ସହିତ ବିଭିନ୍ନ ସ୍ଥାନରେ ଯନ୍ତା ବସାଇଥିଲେ।ଆଜି ସକାଳୁ ସିଟି ଫରେଷ୍ଟ ସହକାରୀ ଅଧିକାରୀ ପ୍ରଶାନ୍ତ କୁମାର ପଣ୍ଡା ଭିଭିନ ସ୍ଥାନ ରେ ଅନୁଧ୍ୟାନ କରି ଗଣମାଧ୍ୟମ କୁ ପତିକ୍ରିୟା ରେ କହିଲେ ଯେ ଏହା ବାଘନୁହେଁ ଏହା ବଣବିରାଡ଼ି।ବର୍ତ୍ତମାନ ସୁଦ୍ଧା ପେଟ୍ରୋଲିଙ୍ଗ ଜାରୀରହିଥିବା ଶ୍ରୀ ପଣ୍ଡା ସୂଚନା ଦେଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026

You Might Also Like