-+91-9937148622 |

prerana_bgr@rediffmail.com |

  Saturday 14th March 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଜିଲ୍ଲାରେ କ୍ରୀଡାଭିତ୍ତିଭୂମି ନିର୍ମାଣ ପାଇଁ ବିଧାନସଭାରେ କଳିକେଶଙ୍କ ଦାବି   (13-Mar-2026)       ||      ଡୁଙ୍ଗୁରିପାଲି ବ୍ଲକ ରେ ବାଟବଣା ହରିଶ୍ଚନ୍ଦ୍ର ଯୋଜନା   (13-Mar-2026)       ||      ପନିପରିବା ଚାଷ ଦେଇଛି ପରିଚୟ : ୮୦ଏକର ଜମିରେ ପରିବା ଚାଷ କରି କୋଟି ଟଙ୍କାର ମାଲିକ ସଞ୍ଜୟ    (13-Mar-2026)       ||      ଯୁକ୍ତ ଦୁଇ ବିଜ୍ଞାନର ଗଣିତ ପରୀକ୍ଷାରେ ପ୍ରଶ୍ନପତ୍ର ବିଭ୍ରାଟ ! ୧୮ମାର୍କ ସିଲାବସ ବାହାରୁ ଆସିଲା ପ୍ରଶ୍ନ   (13-Mar-2026)       ||      *ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ*-   (13-Mar-2026)       ||      ସିଆରପିଏଫ ୧୯ ବାଟାଲିଅନ ଦ୍ଵାରା ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ   (13-Mar-2026)       ||      ଡାକ୍ତର ଛୁଟିରେ,ଫାର୍ମାଶିଷ୍ଟଙ୍କ ଅନ୍ୟତ୍ର ବଦଳି,ମହାଦେବପାଲି ଡାକ୍ତରଖାନାରେ ସ୍ବାସ୍ଥ୍ୟ ସେବା ବେହାଲ   (13-Mar-2026)       ||      *ଜିଲ୍ଳା ସ୍ତରୀୟ ପିଏମଶ୍ରୀ ଉତ୍ସବ ଉଦଘାଟିତ*   (13-Mar-2026)       ||      ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Mar-2026)       ||      ରନ୍ଧନ ଗ୍ୟାସ୍ ର ଉପଲବଧତା ନେଇ ଆଭାସୀ ବୈଠକ ♦️ଆପାତକାଳୀନ ପରିସ୍ଥିତି ନିମନ୍ତେ ଅଗ୍ରାଧିକାର ଭିତ୍ତିରେ ମିଳିବ ଗ୍ୟାସ ଓ ଟି ପି ମାଧ୍ୟମରେ ଗ୍ୟାସ ବୁକିଙ୍ଗ ଓ ଡେଲିଭରୀ ଉପରେ ଗୁରୁତ୍ୱ    (13-Mar-2026)       ||      ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ-୨୦୨୬ ଅନୁଷ୍ଠିତ   (13-Mar-2026)       ||      ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   (13-Mar-2026)       ||      ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   (13-Mar-2026)       ||      ଖଡ଼ିଛୁଆଁ ପୂର୍ବରୁ ଶିଶୁ ବାଟିକା ପିଲାଙ୍କ ନାମ ନିଶ୍ଚିତ ପାଇଁ ସିଆରସିସିଙ୍କ ପ୍ରୟାସ   (13-Mar-2026)       ||      ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ   (13-Mar-2026)       ||      ଆଦିବାସୀ ଓ ପଛୁଆ ବର୍ଗଙ୍କ ଉନ୍ନତି ପାଇଁ ୬୬୪୯ କୋଟିରୁ ଉର୍ଦ୍ଧ୍ବ ବଜେଟ୍   (13-Mar-2026)       ||      ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା କ୍ୟାମ୍ପ ଅନୁଷ୍ଠିତ   (13-Mar-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ପାର୍କିଂ ଜୋନ ଓ ସ୍ପୀଡ ବ୍ରେକର ଦାବି - ଜିଲ୍ଲା ଛାତ୍ର କଂଗ୍ରେସ ର ପ୍ରସ୍ତାବ   (12-Mar-2026)       ||      ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସମସ୍ୟା ନେଇ କଳିକେଶଙ୍କ ବିଧାନସଭାରେ ପ୍ରଶ୍ନ♦️ ବଲାଙ୍ଗୀର ଜିଲ୍ଲାରେ ଖଣିଭିତ୍ତକ ଶିଲ୍ପସ୍ଥାପନର ପ୍ରସ୍ତାବ ନାହିଁ - ଖଣିମନ୍ତ୍ରୀ   (12-Mar-2026)       ||      *ନିଆରା ବିବାହ ବାର୍ଷିକୀ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ*-   (12-Mar-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

କମନ ପିଜି ପ୍ରବେଶିକା ପରୀକ୍ଷା ଟାଇମଲାଇନରେ ସଂଶୋଧନ

20-Oct-2020



କମନ ପିଜି ପ୍ରବେଶିକା ପରୀକ୍ଷା ଟାଇମଲାଇନରେ ସଂଶୋଧନ। ନଭେମ୍ବର 2 ତାରିଖ ସୁଦ୍ଧା ଉତ୍କଳ ବିଶ୍ଵବିଦ୍ୟାଳୟ ସଂଯୋଜନାରେ OCAC ପାଖରେ ଛାତ୍ରଛାତ୍ରୀଙ୍କ ମାର୍କ ଦାଖଲ କରାଯିବ। ନଭେମ୍ବର 5 ତାରିଖ ରାତି 11.45 ସୁଦ୍ଧା ଛାତ୍ରଛାତ୍ରୀ ନିଜ କ୍ୟାରିଅର ମାର୍କ SAMS ପୋର୍ଟାଲରେ ଉପଲୋଡ କରିବେ। ନଭେମ୍ବର 10 ତାରିଖରେ ରାଜ୍ୟବ୍ୟାପୀ ମେରିଟ ଲିଷ୍ଟ ପ୍ରକାଶ ପାଇ 30 ନଭେମ୍ବର ସୁଦ୍ଧା ନାମଲେଖା ପ୍ରକ୍ରିୟା ସରିବ। ଏ ନେଇ ଉଚ୍ଚଶିକ୍ଷା ବିଭାଗର ପର୍ଫୋରମାନ୍ସ ଟ୍ରାକିଂ ସେଲ ଦ୍ୱାରା ସମସ୍ତ ବିଶ୍ୱବିଦ୍ୟାଳୟ ପିଜି କାଉନ୍ସିଲ ଅଧ୍ୟକ୍ଷ, ପରୀକ୍ଷା ନିୟନ୍ତ୍ରକ ଓ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ପତ୍ର ଲେଖାଯାଇଛି। ସୂଚନାଯୋଗ୍ୟ ଯେ ଦେଶରେ ଓଡ଼ିଶା ପ୍ରଥମ ରାଜ୍ୟ ଯିଏ ସବୁ ବିଶ୍ୱବିଦ୍ୟାଳୟ ପାଇଁ ଗୋଟାଏ ହି ପ୍ରବେଶିକା ଚଳିତ ବର୍ଷରୁ ଆରମ୍ଭ କରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କ୍ରୀଡାଭିତ୍ତିଭୂମି ନିର୍ମାଣ ପାଇଁ ବିଧାନସଭାରେ କଳିକେଶଙ୍କ ଦାବି   13-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ବ୍ଲକ ରେ ବାଟବଣା ହରିଶ୍ଚନ୍ଦ୍ର ଯୋଜନା   13-Mar-2026
  ଜିଲ୍ଲା  
ପନିପରିବା ଚାଷ ଦେଇଛି ପରିଚୟ : ୮୦ଏକର ଜମିରେ ପରିବା ଚାଷ କରି କୋଟି ଟଙ୍କାର ମାଲିକ ସଞ୍ଜୟ   13-Mar-2026
  ଜିଲ୍ଲା  
ଯୁକ୍ତ ଦୁଇ ବିଜ୍ଞାନର ଗଣିତ ପରୀକ୍ଷାରେ ପ୍ରଶ୍ନପତ୍ର ବିଭ୍ରାଟ ! ୧୮ମାର୍କ ସିଲାବସ ବାହାରୁ ଆସିଲା ପ୍ରଶ୍ନ   13-Mar-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ*-   13-Mar-2026
  ଜିଲ୍ଲା  
ସିଆରପିଏଫ ୧୯ ବାଟାଲିଅନ ଦ୍ଵାରା ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ   13-Mar-2026
  ଜିଲ୍ଲା  
ଡାକ୍ତର ଛୁଟିରେ,ଫାର୍ମାଶିଷ୍ଟଙ୍କ ଅନ୍ୟତ୍ର ବଦଳି,ମହାଦେବପାଲି ଡାକ୍ତରଖାନାରେ ସ୍ବାସ୍ଥ୍ୟ ସେବା ବେହାଲ   13-Mar-2026
  ଜିଲ୍ଲା  
*ଜିଲ୍ଳା ସ୍ତରୀୟ ପିଏମଶ୍ରୀ ଉତ୍ସବ ଉଦଘାଟିତ*   13-Mar-2026
  ଜିଲ୍ଲା  
ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   13-Mar-2026
  ଜିଲ୍ଲା  
ରନ୍ଧନ ଗ୍ୟାସ୍ ର ଉପଲବଧତା ନେଇ ଆଭାସୀ ବୈଠକ ♦️ଆପାତକାଳୀନ ପରିସ୍ଥିତି ନିମନ୍ତେ ଅଗ୍ରାଧିକାର ଭିତ୍ତିରେ ମିଳିବ ଗ୍ୟାସ ଓ ଟି ପି ମାଧ୍ୟମରେ ଗ୍ୟାସ ବୁକିଙ୍ଗ ଓ ଡେଲିଭରୀ ଉପରେ ଗୁରୁତ୍ୱ   13-Mar-2026
  ଜିଲ୍ଲା  
ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ-୨୦୨୬ ଅନୁଷ୍ଠିତ   13-Mar-2026
  ଜିଲ୍ଲା  
ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   13-Mar-2026

You Might Also Like

       
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ