-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ରାଜ୍ୟ

କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନ ସୂଚକ ୪୬ତମ ଡକ୍ଟରେଟ ଉପାଧି ପ୍ରଦାନ

09-May-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ):ବିଶିଷ୍ଟ ଶିକ୍ଷାବିତ୍‌ ଓ ସମାଜସେବୀ ତଥା କିଟ୍‌ ଓ କିସର ପ୍ରତିଷ୍ଠାତା ଏବଂ କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତଙ୍କୁ ସିକିମ୍‌ ପ୍ରଫେସନାଲ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ଶନିବାର ସମ୍ମାନସୂଚକ ଡିଲିଟ୍‌ ଡିଗ୍ରୀ ପ୍ରଦାନ କରାଯାଇଛି। ଶନିବାର ପ୍ରତ୍ୟକ୍ଷ ନିୟନ୍ତ୍ରଣ ସେବା ମାଧ୍ୟମରେ ଅନୁଷ୍ଠିତ ବିଶ୍ୱବିଦ୍ୟାଳୟର ପଞ୍ଚମ ସମାବର୍ତ୍ତନ ଉତ୍ସବ ଅବସରରେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଶିକ୍ଷା ଓ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଲାଗି ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି।ଦେଶ ଓ ବିଦେଶର ବହୁ ଲବ୍‌ଧ ପ୍ରତିଷ୍ଠିତ ଅନୁଷ୍ଠାନରୁ ଶ୍ରୀ ସାମନ୍ତ ସମ୍ମାନସୂଚକ ଡକ୍ଟରେଟ୍‌ ପାଇଥିବା

ବେଳେ ଏହା ତାଙ୍କର ୪୬ତମ ଡକ୍ଟରେଟ୍‌। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ପଶୁ, ଗୋପାଳନ ଓ ମତ୍ସ୍ୟ ତଥା ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସିକିମ୍‌ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ତଥା ଶିକ୍ଷା ଓ ଭୂ-ରାଜସ୍ୱ, ବିପର୍ଯ୍ୟୟ ପରିଚାଳନା ଓ ଆଇନ୍‌ ମନ୍ତ୍ରୀ କୁଙ୍ଗ ନିମା ଲେପ୍‌ଚା, ଶିକ୍ଷା ବିଭାଗ ବରିଷ୍ଠ ପ୍ରଶାସନିକ ଅଧିକାରୀ ଜି.ବି.ଉପାଧ୍ୟାୟ, ସିକିମ୍‌ ପ୍ରଫେସନାଲ୍‌ ବିଶ୍ୱବିଦ୍ୟାଳୟର ଅଧ୍ୟକ୍ଷ ହେମନ୍ତ କୁମାର ଗୋୟଲ, କୁଳପତି ଏସ୍‌ ଏସ୍‌ ହାସନ୍‌ ପ୍ରମୁଖ ଉପସ୍ଥିତ ଥିଲେ। ତାଙ୍କ କାର୍ଯ୍ୟକୁ ସିକିମ୍‌ ପ୍ରଫେସନାଲ୍‌ ବିଶ୍ୱବିଦ୍ୟାଳୟ ସ୍ୱୀକୃତି ଦେଇ ସମ୍ମାନସୂଚକ ଡକ୍ଟରେଟ୍‌ ପ୍ରଦାନ କରିଥିବାରୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଶ୍ରୀ ସାମନ୍ତ ଧନ୍ୟବାଦ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like