-+91-9937148622 |
prerana_bgr@rediffmail.com |
Sunday 27th September 2026 |
R.N.I. Regd No. ODIODI/2010/46693
Breaking News
09-May-2021
ବାଲେଶ୍ୱର,(ପ୍ରେରଣା ଖବର): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ଗାଡି ଦୂର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ କେନ୍ଦ୍ରମନ୍ତ୍ରୀ । ନୀଳଗିରି ପଡାଶୁଳ ଛକରେ ଏକ ଟ୍ରାକ୍ଟର ସହ ମୁହାଁମୁହିଁ ଧକ୍କା ହେଲା କେନ୍ଦ୍ରମନ୍ତ୍ରୀଙ୍କ ଗାଡି । ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିବା ସମୟରେ ଏଭଳି ଦୂର୍ଘଟଣାର ଶିକାର ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ।
ଏହି ଦୂର୍ଘଟଣାରେ ମନ୍ତ୍ରୀ ସାମାନ୍ୟ ଭାବରେ ଆହାତ ହୋଇଥିବା ସୂଚନା ମିଳିଛି ।