-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ରାଜ୍ୟ

ବ୍ରହ୍ମପୁରରେ କରୋନା ନେଲା ପ୍ରଥମ ଶିଶୁର ଜୀବନ

10-May-2021



ବ୍ରହ୍ମପୁର(ଉମା ମହାରଣା): କୋରନା ରେ ଆକ୍ରାନ୍ତ ହୋଇ ଜଣେ ୧୦ ବର୍ଷୀୟ ଶିଶୁର ବ୍ରହ୍ମପୁର ଏମ୍‌କେସିଜିରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତ ଶିଶୁ ଜଣକ ବ୍ରହ୍ମପୁର ହାଉସିଂ ବୋର୍ଡ କଲୋନୀର କେଦାରନାଥ ନାୟକଙ୍କ ପୁଅ କୈଳାସ ନାୟକ ବୋଲି ଜଣାପଡ଼ିଛି । କୈଳାସ ଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଠିକ୍ ନଥିବା ଜାଣି ତାଙ୍କ ବାପା ଚିକିତ୍ସା ନିମନ୍ତେ ବ୍ରହ୍ମପୁରଏମ୍ କେ ସି ଜି ମେଡ଼ିକାଲ ରେ ଭର୍ତ୍ତି କରିଥିଲେ ।ପରେ ତା’ର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଥିଲା । ଅବସ୍ଥା ଗୁରୁତର ହେବାରୁ ରବିବାର ସକାଳେ ତାକୁ ଏମ୍‌କେସିଜି କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତାକୁ ଅକ୍ସିଜେନ୍ ସପୋର୍ଟରେ ରଖାଯାଇଥିଲା । ଆଜି ରାତି ପ୍ରାୟ ସାଢ଼େ ୭ଟା ୪୦ରେ ତାର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ କୈଳାସର ବାପାମା ‘ ବ୍ରହ୍ମପୁର ହାଉସିଂ ବୋର୍ଡ କଲୋନୀରେ ରହୁଥିବାବେଳେ ଉକ୍ତ ଛୁଆ କୁ ହେମୋ ଫିଲିଆ ପୂର୍ବରୁ ଥିବା ତାଙ୍କ ବାପା କହିଲେ ହେମୋଫେଲିଆ ଏକ ରୋଗ ଯେଉଁ ରୋଗରେ କି ଶରୀରର କୌଣସି ସ୍ଥାନରେ ଖଣ୍ଡିଆ ହୋଇ ରକ୍ତ ବାହାରେ ତେବେ ତାହା ଆଦୌ ବନ୍ଦ ହୁଏ ନାହିଁ । ଏହି ରୋଗର ଚିକିତ୍ସା ନାହିଁ । ଯଦି ବା ବିଦେଶରେ ଅଛି ଏହା ବହୁତ୍ ଖର୍ଚ୍ଚାନ୍ତ । ଶିଶୁ ଧୀରେ ଧୀରେ ବଡ ହେଲେ ରୋଗର ଜଟୀଳତା ବଢ଼ିଥାଏ ବୋଲି ଡାକ୍ତର ପକ୍ଷରୁ ସୂଚନା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like