-+91-9937148622 |
prerana_bgr@rediffmail.com |
Friday 25th September 2026 |
R.N.I. Regd No. ODIODI/2010/46693
Breaking News
10-May-2021
ପୁରୀ(ପ୍ରେରଣା ଖବର)::ଆଜି ପୁଣି ଶ୍ରୀମନ୍ଦିର ଆନନ୍ଦ ବଜାରରେ ୨ ସେବାୟତ ମୁହାଁମୁହିଁ ହୋଇଥିବା ଜଣାଯାଇଛି । ଜଣେ ସେବାୟତଙ୍କ ଆକ୍ରମଣରେ ଅନ୍ୟ ଜଣେ ସେବାୟତ ଆହତ ହୋଇଛନ୍ତି । ତେବେ ଏପର୍ଯ୍ୟନ୍ତ ଆକ୍ରମଣର କାରଣ ସମ୍ପର୍କରେ କିଛି ଜଣାପଡ଼ିନାହିଁ । ଅନ୍ୟପକ୍ଷରେ ଆକ୍ରମଣରେ ଆହତ ସେବାୟତଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ବାରମ୍ବାର ଜଗା ଦୁଆରରେ ଏପରି ଘଟଣା ଘଟିବା ସାଧାରଣରେ ଅଶନ୍ତୋଷ ପ୍ରକାଶ ପାଇଛି ।