-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

ବାଲିଗୁଡା:ଲକଡାଉନ ନିୟମ ଉଲଂଘନ କରି ୧୨ଟାପରେ ଦୋକାନ ଖୋଲିଥିବାରୁ ସିଲ୍‌ କଲେ ତହସିଲଦାର

10-May-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ସଂକ୍ରମଣର ଭୟବହତାକୁ ଦୃଷ୍ଟିରେ ରଖି ସରକାର ସାରାରାଜ୍ୟରେ ଲକଡାଉନ ଓ ସପ୍ତାହନ୍ତ ସଟଡାଉନ ଭଳି ପଦକ୍ଷେପ ଗ୍ରହଣ କରିଛନ୍ତି । ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଗାଇଡ଼ଲାଇନ ଜାରି କରାଯାଇଥିବାବେଳେ କେତେକ ଅମାନିଆ ଏହାର ଖୋଲାଖୋଲି ଉଲଂଘନ କରୁଥିବା ଦେଖିବାକୁ ମିଳୁଛି । ଅମାନିଆଙ୍କୁ ସାବାଡ଼ କରିବାପାଇଁ ମଧ୍ୟ ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଉଛି । ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଲକଡାଉନ୍‌ ସମୟରେ ସକାଳ ୬ଟା ରୁ ଦିନ ୧୨ ପର୍ଯ୍ୟନ୍ତ ଗ୍ରସରୀ, କ୍ଷୀର, ମାଛ, ମାଂସ, ପନିପରିବା ଭଳି ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବା ପାଇଁ ଅନୁମତି ଦିଆଯାଇଛି ହେଲେ କିଛି ଅମାନିଆ ବ୍ୟବସାୟୀ ନିୟମ ଉଲ୍ଲଂଘନ କରି ନିର୍ଦ୍ଧାରିତ ସମୟରୁ ଅଧିକ ସମୟ ଦୋକାନ ଖୋଲା ରଖୁଥିବା ଦେଖିବାକୁ ମିଳୁଛି । ତେବେ ଅମାନିଆଙ୍କୁ ଆକଟ କରିବାପାଇଁ କନ୍ଧମାଳ ଜିଲ୍ଲା ପ୍ରଶାସନ ଓ ପୁଲିସ କଡା ଆଭିମୁଖ୍ୟ ଗ୍ରହଣ କରିଛି । ତେବେ ଲକଡାଉନ ଯୋଗୁଁ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଗୁଡ଼ିକ ଅପରାହ୍ନ୧୨ଟା ପର୍ଯ୍ୟନ୍ତ ଖୋଲିବାକୁ ଅନୁମତି ଥିବାବେଳେ ଲକଡାଉନ ନିୟମ ଉଲଂଘନ କରିଥିବା ନେଇ ବ୍ୟବସାୟୀଙ୍କ ଦୋକାନକୁ ଦାରିଙ୍ଗବାଡ଼ି ତହସିଲଦାର ସିଲ କରିଥିବା ଦେଖିବାକୁ ମିଳିଛି । ସୂଚନା ପ୍ରକାରେ ସୋମବାର ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିମନବାଡ଼ି ଗ୍ରାମରେ ବ୍ୟବସାୟ କରୁଥିବା ପ୍ରଦୀପ ସାହୁ ନିୟମ ଉଲଂଘନ କରି ଅପରାହ୍ନ ସାଢେ ୧୨ଟା ପରେ ମଧ୍ୟ ତାଙ୍କ ଦୋକାନ ଖୋଲାରଖି ବ୍ୟବସାୟ ଚାଲୁ ରଖିଥିଲେ । ପାଟ୍ରୋଲିଂ କରୁଥିବା ସମୟରେ  ଅଚାନକ ଭାବେ ଦାରିଙ୍ଗବାଡ଼ି ତହସିଲଦାର କଳାକୃଷ୍ଣ ପ୍ରଧାନ  ସିମନବାଡ଼ି ବଜାରରେ ପହଞ୍ଚି ଯାଞ୍ଚ କରିବାବେଳେ ହୋଲସେଲ୍‌ ବ୍ୟବସାୟୀ ପ୍ରଦୀପ ସାହୁଙ୍କ କିରାଣା ଦୋକାନ ଲକଡାଉନ ନିୟମ ଉଲ୍ଲଙ୍ଘନ କରି ସାଢେ ୧୨ଟା ପରେ ଦୋକାନ ଖୋଲି ବ୍ୟବସାୟ କରୁଥିବା ଦେଖି ସମ୍ପୃକ୍ତ ଦୋକାନକୁ ତହସିଲଦାର ସିଲ୍‌ କରିଥିବା ଦେଖିବାକୁ ମିଳିଛି । ପରବର୍ତ୍ତୀ ନିର୍ଦ୍ଦେଶ ନଆସିବା ପର୍ଯ୍ୟନ୍ତ ଦୋକାନ ଖୋଲାଯାଇପାରିବ ନାହିଁ ବୋଲି ତହସିଲଦାର ଶ୍ରୀ ପ୍ରଧାନ ପ୍ରକାଶ କରିଛନ୍ତି । ଏହି ସମୟରେ ତହସିଲଦାରଙ୍କ ସମେତ ଦାରିଙ୍ଗବାଡ଼ି ରାଜସ୍ୱ ନିରୀକ୍ଷକ କେଦାର ପ୍ରସାଦ ସାହୁ ପ୍ରମୁଖ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like