-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||     

HOME   ଜିଲ୍ଲା

ଅମ୍ଳଜାନ ଅଭାବରୁ ମୁର୍ମୁଷ ଅବସ୍ଥରେ ପଡିଥିବା ଦମ୍ପତ୍ତିଙ୍କୁ ସହଯୋଗର ହାତ ବଢ଼ାଇଲା ମାହେଶ୍ୱରୀ ସଂଗଠନ

11-May-2021



ବଲାଙ୍ଗିର (ପ୍ରେରଣା ଖବର): ମାହେଶ୍ୱରୀ ସବୁବେଳେ ନିଜ ଅଞ୍ଚଳର  ଲୋକଙ୍କ ବିଭିନ୍ନ ସମସ୍ୟାର ସମାଧାନ କରିବା ପାଇଁ ତତ୍ପରତା ପ୍ରକାଶ କରି ଆସିଛି l ବିଶେଷ କରି କରୋନା କlଳ ରେ ଗରିବ, ଅସହାୟ ରୋଗୀଙ୍କ ପଛରେ ଦୟା ଓ କରୁଣାର ମୂର୍ତ୍ତିମନ୍ତ ପ୍ରତୀକ ରୂପେ ଠିଆ ହୋଇଛି ବଲାଙ୍ଗୀରର ମାହେଶ୍ୱରୀ ସଂଗଠନ l ଏପରି ଏକ ଭୟ ଓ ଆଶଙ୍କାର ବାତାବରଣ 

 ମଧ୍ୟରେ  ଯେତେବେଳେ ସାଧାରଣ ଜ୍ୱର ହେଉଥିବା ଜାଣି ମଧ୍ୟ ବନ୍ଧୁ ପରିଜନ ପାଖ ମାଡୁ ନାହାନ୍ତି,ଏହିପରି ସମୟରେ ମାହେଶ୍ୱରୀ ସଦସ୍ୟ ମାନେ ଆନନ୍ଦ ନଗରରେ ରହୁଥିବା ଅସହାୟ ଦମ୍ପତିଙ୍କ ପାଖରେ ପହଂଚି ନିଜର ସାମାଜିକ ଦାୟିତ୍ଵ ନିର୍ବାହ କରିଥିଲେ l ସେଠାରେ ଜଣେ ଦମ୍ପତ୍ତି କୋଭିଡ ଆକ୍ରାନ୍ତ ହୋଇ  ଅମ୍ଳଜାନ ସ୍ତର 

ଅତ୍ୟନ୍ତ ତଳକୁ ଖସି ମୁର୍ମୁଶଃ ଅବସ୍ଥାରେ ଥିବା ଜାଣି ମାହେଶ୍ୱରୀ ର ସଭ୍ଯ ସଭ୍ୟା ଅମ୍ଳଜାନ ସିଲିଣ୍ଡର ପହଞ୍ଚାଇ କିଛି ସମୟ ପାଇଁ ତାଙ୍କ ଅମ୍ଳଜାନ ସ୍ତର କୁ ସାଧାରଣ ଅବସ୍ଥାକୁ ଫେରାଇ ଆଣିବାରେ ସଫଳ ହୋଇଥିଲେ l ପୁଣି ସେହି ଦମ୍ପତ୍ତିଙ୍କୁ କୋଭିଡ ହସ୍ପିଟାଲରେ ଭର୍ତ୍ତି କରି  ନିସ୍ୱାର୍ଥପର ସମାଜସେବାରେ ଏକ ବିରଳ ଉଦାହରଣ ସୃଷ୍ଟି କରିଛନ୍ତି ମାହେଶ୍ୱରୀ ସଂଗଠନର ସେବାକରି ସଭ୍ୟ ମାନେ l
ମାହେଶ୍ୱରୀ ର ହାତ ଅସହାୟଙ୍କ ସଦା  ପ୍ରସାରିତ ବୋଲି କହିଲେ ଅତ୍ୟୁକ୍ତି ହେବନାହିଁ l  ଏହି ସେବା କାର୍ଯ୍ୟକ୍ରମରେ ମାହେଶ୍ୱରୀର ନିର୍ଦ୍ଦେଶକ ଅଙ୍କୁଶ କୁମାର ପାଣ୍ଡିଆ, ସଦସ୍ୟ ରାଜ ବାଲୁଙ୍କେଶ୍ୱର ନନ୍ଦ, ଆଶିଷ ଜେନା, ବଣ୍ଟି ବେହେରା, ବାବଲୁ ସେଠ୍ ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026

You Might Also Like