-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ମିଳିଲାନି କୋଭିଡ୍ ଭତ୍ତା, ତଥାପି କୋଭିଡ୍ ରୋଗୀଙ୍କୁ ଘରକୁ ଘର ବୁଲି ଦେଖୁଛନ୍ତି ଆର ବି ଏସ କେ ଆୟୁଷ ଡାକ୍ତର

11-May-2021



ବ୍ରହ୍ମପୁର(ଉମା ମହାରଣା) :-ଗତ ବର୍ଷେ ରୁ ଅଧିକ ସମୟ ଧରି ମହାମାରୀ କୋଭିଡ ସାରା ବିଶ୍ୱ ରେ ତାର ପ୍ରକୋପ ଜାରି ରଖିଛି।ଆମ ରାଜ୍ୟ ଓଡିଶା ବି ସହିଛି ବହୁତ ଅପୁରଣିୟ କ୍ଷତି।ବହୁତ ଜଣ ସାଧାରଣ ଜୀବନ ହାରିଥିବା ବେଳେ କରୋନା କୁ ପ୍ରତିହତ କରିବାର ପ୍ରୟାସ ରେ ଆଗ ଧାଡି ର କର୍ମୀ ଭାବେ  ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ଅବଦାନ ଅତୁଳନୀୟ। ଓଡିଶା ର ସ୍ୱାସ୍ଥ୍ୟ ସେବା ରେ ନିୟୋଜିତ ଆର ବି ଏସ କେ ଆୟୁଷ ଡାକ୍ତର ମାନେ ଏ କ୍ଷେତ୍ରରେ ଆଗକୁ ଆସି ସାହସ ର ସହିତ କରୋନା ମୁକାବିଲା ରେ ନିୟୋଜିତ ହୋଇଥିଲେ।ସେମାନେ ବହୁ ବାଧା ବିଘ୍ନ ଏବଂ ନିଜ ଜୀବନ କୁ ବାଜି ଲଗାଇ ସଂଗରୋଧ କେନ୍ଦ୍ର ଠୁ ଆରମ୍ଭ କରି ଘର ଘର ବୁଲି କରୋନା    ପଜିଟିଭ ଓ କରୋନା ସନ୍ଦିଗ୍ଧ ରୋଗୀ ଙ୍କର ଚିହ୍ନଟି କରଣ ଓ ଚିକିତ୍ସା କରିଆସିଛନ୍ତି। ସେମାନେ ଙ୍କ ନିସ୍ୱାର୍ଥପର ସେବା ଓ ତ୍ୟାଗ କୁ ସରକାର ଅନୁଭବ କରି ସେମାନ ଙ୍କୁ ପ୍ରୋତ୍ସାହନ ରାଶି ରୂପେ ଦୈନିକ ୭୫୦ ଟଙ୍କା ଦେବାର ଘୋଷଣା କରିଥିଲେ। ବାରମ୍ବାର ଦାବି ଉପସ୍ଥାପନ ପରେ ବି ଆଜି ଯାଏଁ ସେହି ପ୍ରୋତ୍ସାହନ ରାଶି  ଏହି ଆୟୁଷ ଡାକ୍ତର ମାନଙ୍କୁ  ଦିଆଯାଇନାହିଁ।ପ୍ରକାଶ ଥାଉକି ବର୍ତ୍ତମାନ ପୁଣି କରୋନା ର ଉପରମୁଁହା ଆକ୍ରମଣ ଗତି ଦେଖି ସରକାର ଉକ୍ତ ଡାକ୍ତର ମାନଙ୍କୁ ପୁଣି ଘର ଘର ବୁଲି କରୋନା ରୋଗୀ ଙ୍କ ଚିକିତ୍ସା ପାଇଁ ନିୟୋଜିତ କରିଛନ୍ତି।ଏଠାରେ ସର୍ବ ସାଧାରଣ ରେ ପ୍ରଶ୍ନ ଉଠେ କି ଯେଉଁ ଡାକ୍ତର ମାନଙ୍କୁ ଗତ ବର୍ଷ ଘୋଷଣା କରା ଯାଇଥିବା ପ୍ରୋତ୍ସାହନ ରାଶି ରୁ ଅଦ୍ୟାବଧି ବଂଚିତ ରଖା ଯାଇଛି ସେହି ଡାକ୍ତର ମାନେ ପୁଣି ଏଇ ବର୍ଷ ସେହି ଦାୟିତ୍ୱ  କୁ ସମାନ ଶ୍ରଦ୍ଧା ଆଉ ସାହସ ର ସହ ତୁଲାଇବେ ତ? ସରକାର ଜାଣି ଜାଣି ଜଣ ସାଧରଣ ଙ୍କ ଜୀବନ  କୁ ବିପଦ ମୁଁହ କୁ ଠେଲି ଦେଉନାହାନ୍ତି ତ?


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like