-+91-9937148622 |
prerana_bgr@rediffmail.com |
Friday 25th September 2026 |
R.N.I. Regd No. ODIODI/2010/46693
Breaking News
11-May-2021
ଗଞ୍ଜାମ, ବେଗୁନିଆପଡ଼ା(ଉମା ମହାରଣା ) ବେଗୁନିଆପଡ଼ା ଜନତା ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟକ୍ଷ ସନ୍ତୋଷ କୁମାର ପଣ୍ଡାଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ୱର ସ୍ଥିତ ଏକ ଘୋରାଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୫୯ ବୟସ ହୋଇଥିଲା । ତାଙ୍କ ମୃତ୍ୟୁ ଖବର ପାଇବା ପରେ ଅଂଚଳରେ ଶୋକର ଛାୟା ଖେଳିଯାଇଛି । ସେ କୋରନା ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଥିବା ବେଳେ ହୃଦଘାତରେ ମୃତ୍ୟୁ ବରଣ କରାଯାଇଥିବା ସୂଚନା ମିଳିଛି।