-+91-9937148622 |
prerana_bgr@rediffmail.com |
Friday 25th September 2026 |
R.N.I. Regd No. ODIODI/2010/46693
Breaking News
11-May-2021
ଭୁବନେଶ୍ୱର(ପ୍ରେରଣା ଖବର ବ୍ୟୁରୋ) : ରାଜ୍ୟରେ ୧୬ ଜିଲାରେ ଆର୍ଟିପିସିଆର୍ ଟେଷ୍ଟ ଲ୍ୟାବ୍ ପାଇଁ ମଙ୍ଗଳବାର ଅର୍ଥ ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୧୬ ଜିଲାରେ ଲ୍ୟାବ୍ ପାଇଁ ୨୦ କୋଟି ଟଙ୍କା ମଞ୍ଜୁର ହୋଇଛି। ଭଦ୍ରକ, ବୌଦ୍ଧ, ଢ଼େଙ୍କାନାଳ, ଗଜପତି, ଖୋର୍ଦ୍ଧା, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ନବରଙ୍ଗପୁର, ମାଲକାନଗିରି, ନୂଆପଡ଼ା, ସୋନପୁର, କନ୍ଧମାଳ, ସୁନ୍ଦରଗଡ଼, ରାୟଗଡ଼ା, ବରଗଡ଼ରେ ଏହି ଲ୍ୟାବ୍ ହେବ। ପ୍ରତି ଲ୍ୟାବ୍ରେ ଜଣେ ମାଇକ୍ରୋବାୟୋଲୋଜିଷ୍ଟ ଏବଂ ୩ ଟେକ୍ନିସିଆନ୍ ରହିବେ ବୋଲି ଜଣାପଡ଼ିଛି।