-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଅପରାଧ

ରାଜଧାନୀରେ ବିମାନ ଅପହରଣ! ଦୁଇ ଆତଙ୍କବାଦୀଙ୍କ କବଳରୁ ମୁକୁଳିଲେ ୯୮ ଯାତ୍ରୀ

20-Oct-2020



 

ଭୁବନେଶ୍ୱର : ସମୟ ଅପରାହ୍‌ଣ ସାଢ଼େ ୪ଟା। ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଖେଳିଗଲା ଆତଙ୍କ। ଖବର ପହଞ୍ଚିଲା କର୍ତ୍ତୃପକ୍ଷଙ୍କ ପାଖ‌ରେ, ଏକ ବିମାନକୁ ଆତଙ୍କବାଦୀ ଅପହରଣ କରିଛନ୍ତି। ବିମାନରେ ଥିବା ୯୮ଜଣ ଯାତ୍ରୀଙ୍କୁ ପଣବନ୍ଦୀ ରଖାଯାଇଛି। ଏହି ଖବର ମିଳିବା ପରେ କର୍ତ୍ତୃପକ୍ଷଙ୍କ ଚିନ୍ତା ବଢ଼ି ଯାଇଥିଲା। ପଣବନ୍ଦୀଙ୍କୁ ଆତଙ୍କବାଦୀଙ୍କ କବଳରୁ କେମିତି ସୁରକ୍ଷିତ ଭାବେ ଉଦ୍ଧାର କରାଯିବ, ସେନେଇ ବିମାନବନ୍ଦର ସୁରକ୍ଷା ଦାୟିତ୍ବରେ ଥିବା ସିଆଇଏସ୍ଏଫ୍ ଅଧିକାରୀଙ୍କୁ ନେଇ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଲା। ବ୍ଲୁ ପ୍ରିଣ୍ଟ ତିଆରି ହେଲା। ସ୍ବତନ୍ତ୍ର ପ୍ରଶିକ୍ଷଣ ନେଇଥିବା ୨୭ଜଣ ସିଆଇଏସଏଫ୍ କମାଣ୍ଡୋ ଅପରେସନ୍‌ରେ ସାମିଲ ହେଲେ।
ଯାତ୍ରୀମାନଙ୍କୁ ଖାଦ୍ୟ ଓ ପାଣି ଯୋଗାଇବା ଆଳରେ ପ୍ରଥମେ ଚାରିଜଣ କମାଣ୍ଡୋ ବିମାନ ନିକଟରେ ପହଞ୍ଚିଥି‌ଲେ। ପରେ କୌଶଳକ୍ରମେ ବିମାନ ଭିତରକୁ ଯିବା ପରେ ଯାତ୍ରୀଙ୍କୁ ଖାଦ୍ୟ ଓ ପାଣି ଦେଇଥିଲେ। ଦୁଇ ଆତଙ୍କବାଦୀଙ୍କ ନଜର ଟିକେ ହଟିବାରୁ ୪ କମାଣ୍ଡୋ ଖାଦ୍ୟ ପୁଡ଼ିଆ ଭିତରେ ଥିବା ବନ୍ଧୁକ ବାହାର କରି ସେମାନଙ୍କ ମୁଣ୍ଡରେ ଲଗାଇ ଦେଇଥିଲେ। ପରେ ପୂରା ବିମାନକୁ ନିଜ କବ୍‌ଜାକୁ ନେଇ ଯାଇଥିଲେ। ଏହି ଖବର ମିଳିବା ମାତ୍ରେ ବାକି ୨୩ କମାଣ୍ଡୋ ବିମାନ ଭିତରେ ପହଞ୍ଚି ଯାଇଥିଲେ। ସେଥିରୁ କିଛି ବିମାନକୁ ନିଜ ସୁରକ୍ଷାବଳୟ ଭିତରେ ରଖିବା ସହ ଆଉ କିଛି ପଣବନ୍ଦୀ ଥିବା ଯାତ୍ରୀମାନଙ୍କୁ ଉଦ୍ଧାର କାର୍ଯ୍ୟରେ ଲାଗି ପଡ଼ିଥିଲେ। ପ୍ରାୟ ଦେଢ଼ ଘଣ୍ଟାର ଅପରେସନ୍ ପରେ ସମସ୍ତ ଯାତ୍ରୀ ସୁରକ୍ଷିତ ଉଦ୍ଧାର ହୋଇଥିଲେ ଓ ଆତଙ୍କବାଦୀ ଗିରଫ ହୋଇଥିଲେ।

ଏହି ଅପହରଣ ସତ ନ ଥିଲା ବରଂ ଏକ ମକଡ୍ରିଲ୍ ଥିଲା। ଆଜି କୋଲକାତାସ୍ଥିତ ପୂର୍ବ ଓ ଉତ୍ତରପୂର୍ବ ସେକ୍ଟରରେ ଅବସ୍ଥାପିତ ସିଆଇଏସ୍ଏଫ୍ ଡିଆଇଜି କେ.ସି. ସାମନ୍ତରାୟ ଭୁବନେଶ୍ବର ଗସ୍ତରେ ଆସିଥିବା ବେଳେ ତାଙ୍କ ଉପସ୍ଥିତିରେ ଏହି ମକଡ୍ରିଲ୍ ଅନୁଷ୍ଠିତ ହୋଇଥିଲା। ଡିଆଇଜି ଶ୍ରୀ ସାମନ୍ତରାୟ ସିଆଇଏସ୍ଏଫ୍ ବାରାକ୍ ପରିଦର୍ଶନ କରିବା ସମୟରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା। ସେଠାରେ ୨୩ ପ୍ରକୋଷ୍ଠ ବିଶିଷ୍ଟ ଏକ ଅଫିସର୍ସ ହଷ୍ଟେଲ ଉଦଘାଟନ କରିଥିଲେ, ଯେଉଁଥିରେ ୪୬ଜଣ ରହିବାର ବ୍ୟବସ୍ଥା ଅଛି। ଅନ୍ୟମାନଙ୍କ ମଧ୍ୟରେ ବିମାନବନ୍ଦର ନିର୍ଦ୍ଦେଶକ ଭି.ଭି ରାଓ, ସିଆଇଏସ୍ଏଫ୍ କମାଣ୍ଡାଣ୍ଟ ସୁଧୀର କୁମାର, ବିମାନବନ୍ଦର ଓ ସିଆଇଏସଏଫର ବହୁ ଅଧିକାରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like