-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME    ଅନ୍ୟାନ୍ୟ

ସକାଳ ର ମୁଖ୍ୟ ଖବର

21-Oct-2020



୧-ଏଣିକି ସାଧାରଣ ଭକ୍ତଙ୍କୁ ମିଳିବ ମହାପ୍ରସାଦ । ଅବଢା ପାଇ ପାରିବେ ବାହାର ଜିଲ୍ଲାର ଭକ୍ତ । ଡ଼ିସେମ୍ବର ଶେଷରେ ଖୋଲିପାରେ ଶ୍ରୀମନ୍ଦିର । ଅରୁଣସ୍ତମ୍ଭ ଯାଏଁ ଭକ୍ତଙ୍କ ପ୍ରବେଶ ଉପରେ ଅନୁମତି ଦେବାକୁ ପ୍ରସ୍ତାବ ।

 

୨-ପ୍ରଥମ ଏବଂ ଏକମାତ୍ର ଭାରତୀୟ କମ୍ପାନୀ ଭାବରେ ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର ଲି. ଦ୍ୱାରା ଉତ୍ପାଦିତ ନୂତନ ଗ୍ରେଡ଼ ରେଳକୁ  ଭାରତୀୟ ରେଳବାଇର  ଅନୁମୋଦନ ।

 

୩-ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ୬.୫ କୋଟି; ଠାବ କଲା ଭିଜିଲାନ୍ସ ।

 

୪-ଦୁର୍ଗାପୂଜା ଏବଂ ଦୀପାବଳି ପୂର୍ବରୁ ଚେତାଇଲେ ନବୀନ: ଅମାନିଆ ସତର୍କ ହୁଅନ୍ତୁ, ଘରେ ରହି ପୂଜା ପାଳନ୍ତୁ ।

 

୫-ଆସନ୍ତା ୨୨ ତାରିଖରୁ ବାଲେଶ୍ବର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ କଂଗ୍ରେସର ପ୍ରଚାର ଅଭିଯାନ ପ୍ରସ୍ତୁତ । ପ୍ରଚାର ରେ ଯୋଗ ଦେବେ ଓଡ଼ିଶା କଂଗ୍ରେସ ପ୍ରଭାରୀ ଏ.ଚେଲ୍ଲାକୁମାର ।

 

୬-ବଙ୍ଗୋପସାଗରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ । ବର୍ଷାରେ ଭିଜିବ ପାର୍ବଣ । ଆଗାମୀ ୨୪ ଘଂଟାରେ ଲଘୁଚାପ ଆହୁରି ଘନୀଭୂତ ସମ୍ଭାବନା । ପ୍ରବଳ ବର୍ଷା  ନେଇ ଦକ୍ଷିଣ ଓଡିଶାରେ ୱାଣ୍ଣିଂ ।

 

୭-କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ୍‌ ଗନ୍ଧମାର୍ଦ୍ଧନ ଓଏମ୍‌ସି ଖଣିରେ ଗାଡ଼ି ଲଗାଣରେ ବ୍ୟାପକ ଅନିୟମିତତା। ୬ ବର୍ଷ ପୁରୁଣା ଗାଡ଼ିକୁ ୩ ବର୍ଷର ଦେଖାଇ ଓଏମ୍‌ସି କାମରେ ଲଗାଯାଇଥିବା ବେଳେ ବାଇକ୍‌ରେ ନିୟମିତ ପାଣି ବୁହାଯାଉଥିବା ଦର୍ଶାଯାଇଛି।

 

୮-ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଲୋକନୀତି-ସିଏସଡିଏସ୍ ପକ୍ଷରୁ ଜନମତ ସର୍ଭେ ରିପୋର୍ଟ । ରିପୋର୍ଟ ଅନୁଯାୟୀ, ବିହାରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ତୁଳନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା ଢେର ଅଧିକ ।

 

୯-ଟ୍ରଲିରେ ଅସୁସ୍ଥ ମହିଳାଙ୍କୁ ତାଙ୍କ ସ୍ବାମୀ କଟକ ବଡ ମେଡିକାଲ ନେବା ଏବଂ ସେଠାରେ ତାଙ୍କର ମୃତ୍ୟୁ ଘଟଣାରେ ରାଜ୍ୟ ମାନବାଧିକାର ଆେୟାଗ ପୁରୀ ସିଡିଏମଓ ଏବଂ କଟକ ବଡ ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ରିେପାର୍ଟ ତଲବ କରିଛନ୍ତି।

 

୧୦-ଜେଲ୍‌ ଭାଙ୍ଗି ୧୩ ଶହ କଏଦୀଙ୍କୁ ମୁକ୍ତ କଲେ ଆତଙ୍କବାଦୀ: ହେଲେ ଫେରିଲେ ୨୦, ପ୍ରାଣ ହରାଇଲେ ୨ ।ଏମିତି ଏକ ଘଟଣା ଘଟିଛି କଙ୍ଗୋର ବେନିରେ। 

 

୧୧-ପଞ୍ଚମ ଖେଳାଳି ଭାବେ IPLରେ ୫ ହଜାର ରନ୍‌ ପୂରଣ କଲେ ଧାୱନ। 

 

୧୨-କିଙ୍ଗସ୍ ଇଲେଭେନ୍ ପଞ୍ଜାବ ଠାରୁ ୫ୱିକେଟ୍ ରେ ପରାସ୍ତ ହେଲା ଦିଲ୍ଲୀ କ୍ୟାପିଟାଲ। 

 

*ଅଧିକ ସତର୍କ ରହିବା ଦରକାର,କୋଭିଡ୍ ନିୟମ କଡ଼ାକଡ଼ି ପାଳନ କରିବା,ମାସ୍କ ପିନ୍ଧିବା, ଶାରୀରିକ ଦୂରତା ରଖିବା ଓ ନିୟମିତ ହାତ ଧୋଇବା ।*


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like