-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର: ପୌରାଞ୍ଚଳର ସଫେଇ କର୍ମଚାରୀଙ୍କୁ N95 ମାସ୍କ ପ୍ରଦାନ କଲା ସ୍ଵେଚ୍ଛାସେବୀ ସଂଗଠନ ପଲ୍ଲୀ ଆଲୋକ ପାଠାଗାର

12-May-2021



ବଲାଙ୍ଗିର (ପ୍ରେରଣା ଖବର): ସଂପ୍ରତି ବଢୁଥିବା କୋରୋନାର  ସଂକ୍ରମଣକୁ ରୋକିବାକୁ ଜରୁରୀ ସବୁବେଳେ ମାସ୍କ ପିନ୍ଧିବା, ହାତ  ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା । କୋଭିଡ  ସଂକ୍ରମଣକୁ ପ୍ରତିହତ କରିବା ପାଇଁ  ଯେଉଁମାନେ  ଆଗରେ ଠିଆ  ହୋଇ ସମାଜର  ସୁରକ୍ଷାରେ ନିଜକୁ ସମର୍ପିତ କରିଛନ୍ତି, ସେମାନେ କୋରୋନା ଯୋଦ୍ଧା । ସେଇ କୋରୋନା ଯୁଦ୍ଧର ଆଗୁଆ ସେନାନୀ  ବଲାଙ୍ଗୀର  ପୌରାଞ୍ଚଳରେ  କାର୍ଯ୍ୟ କରୁଥିବା  ସଫେଇ କର୍ମଚାରୀ,  ତଦାରଖକାରୀ, ସ୍ବଚ୍ଛ ସାଥୀ ଓ ସୁପରଭାଇଜର ତଥା ପୌର କର୍ମଚାରୀ  ମାନଙ୍କୁ  କୋଭିଡ ମୁକାବିଲା ପାଇଁ  ଉନ୍ନତ ମାନର N95ମାସ୍କ  ବ୍ୟବହାର କରିବାକୁ ଯୋଗାଇ  ଦେଇଛନ୍ତି  ବଲାଙ୍ଗୀର  ନଅଗାଁର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ  ପଲ୍ଲୀଆଲୋକ ପାଠାଗାର । ଆଜି ପୌର ନିର୍ବାହୀ ଅଧିକାରୀ ବିପିନ ବିହାରୀ ଦୀପଙ୍କୁ ଭେଟି  ପଲ୍ଲୀ ଆଲୋକ ପାଠାଗାର ର ସଂପାଦକ ପ୍ରଶାନ୍ତ ନାୟକ, କାର୍ଯ୍ୟକ୍ରମ ସଂଯୋଜକ ହୀରାଲାଲ ମିଶ୍ର ଓ ଭାଗିରଥି ସାହୁ  ୪୦୦ ଟି N95 ୬୦୦ ସର୍ଜିକାଲ ମାସ୍କ  ପ୍ରଦାନ କରିଛନ୍ତି ।କୋଭିଡ ମୁକାବିଲା କ୍ଷେତ୍ରରେ  ଏହି ମାସ୍କ  ପ୍ରଦାନ  ଏକ ଗୁରୁତ୍ୱପୂର୍ଣ୍ଣ ସହଯୋଗ ବୋଲି ପୌର ନିର୍ବାହୀ ଅଧିକାରୀ ଶ୍ରୀ ଦୀପ କହିଥିବା ବେଳେ  ପଲ୍ଲୀ ଆଲୋକ ପାଠାଗାର ର ସଂପାଦକ ପ୍ରଶାନ୍ତ ନାୟକ  ଗତ କୋଭିଡ ସମୟ ରୁ ଏ ଯାବତ  ସେମାନେ  କପଡା ମାସ୍କ ବଣ୍ଟନ  ସହିତ   ଅନାଥ ତଥା ଘରେ ରହି 

ଯାଇଥିବା  ଦାଦନ ଶ୍ରମିକ ଙ୍କ     ସନ୍ତାନ ମାନଙ୍କୁ  ସେମାନେ ପୁଷ୍ଟିକର ଖାଦ୍ୟ ଉପାଦାନ ସହ ରାସନ ସାମଗ୍ରୀ   ସାହାଯ୍ୟ  କରି ଆସିଥିବା  ଓ ପୌର ପ୍ରଶାସନ  ଚାହିଁଲେ ସେମାନେ ଆହୁରି ମଧ୍ୟ କୋଭିଡ ମୁକାବିଲା  ପାଇଁ   ବିଭିନ୍ନ କ୍ଷେତ୍ରରେ  ସହଯୋଗ ପ୍ରଦାନ  କରିବେ ବୋଲି କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026

You Might Also Like