-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ନାରାୟଣୀ ଯାତ୍ରା ପରିଚାଳନା କମିଟି ପକ୍ଷରୁ ଶୋକସଭା

13-May-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ):କନ୍ଧମାଳ ଜିଲ୍ଲା ଫୁଲବାଣୀ  ହାଟପଦା ସ୍ଥିତ ଶ୍ରୀ ଶ୍ରୀ ମା ନାରାୟଣୀ ଯାତ୍ରା ପରିଚାଳନା କମିଟି ସଭାଗୃହରେ  କୋଭିଡ଼୍‍ ନିୟମ ପ୍ରକାରେ ପରିଚାଳନା କମିଟିର ସଭାପତି ଅଶୋକ ପଟ୍ଟନାୟକଙ୍କ ପୌରହିତ୍ୟରେ ପୁର୍ବତନ ସାଂସଦ ତଥା ଯାତ୍ରା ପରିଚାଳନା କମିଟିର ବରିଷ୍ଠ ଉପଦେଷ୍ଟା ସ୍ୱର୍ଗତ ସୁଗ୍ରୀବ ସିଂପାଇଁ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଯୋଗ ଦେଇଥିବା କର୍ମକର୍ତ୍ତାମାନେ ସ୍ୱର୍ଗତ ସୁଗ୍ରିବ ସିଂଙ୍କ ଫୋଟ ଚିତ୍ରରେ ପୁଷ୍ପମାଲ୍ୟାର୍ପଣ କରବା ସହିତ ତାଙ୍କର ଅମର ଆତ୍ମାର ସଦଗତି ନିମନ୍ତେ ୨ ମିନଟ୍‍ ନିରବ ପ୍ରାର୍ଥନା କରିଥିଲେ। ଏହି ଅବସରରେ ଯାତ୍ରା କମିଟି ପ୍ରତି ତାଙ୍କର ଅବଦାନ ଓ ସହଯୋଗ ସର୍ବଦା ଆମକୁ ପ୍ରେରଣା ଯୋଗାଇବ ବୋଲି ବକ୍ତାମାନେ ମତ ପ୍ରକାଶ କରିଥିଲେ। ଯାତ୍ରା ପରିଚାଳନାରେ ସବୁବେଳେ ପ୍ରମୁଖ ଭୁମିକା ଗ୍ରହଣ କରୁଥିଲେ। ଯାତ୍ରା ପରିଚାଳନାରେ ତାଙ୍କର ଭୂମିକା ଉପରେ ଯୋଗଦେଇଥିବା ବକ୍ତାମାନେ ମତ ପ୍ରକାଶ କରିଥିଲେ।ଏହି ଶୋକସଭାରେ ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ଆଇନଜୀବୀ ବିଜୟ କୁମାର ମହାନ୍ତି , ଶିବ ପ୍ରସାଦ ତ୍ରିପାଠୀ,ରମେଶ ଚନ୍ଦ୍ର ମହାନ୍ତି, ଅରୁଣ କୁମାର ପଣ୍ଡା , ହରିଶ୍ଚନ୍ଦ୍ର ମହାରଣା , ଆଦିତ୍ୟ ପ୍ରସାଦ ତ୍ରିପାଠୀ , ଅଶୋକ ମହାନ୍ତି , ସୁବାଷ ବେହେରା ପ୍ରମୁଖ ଉପସ୍ଥିତ ରହି ସ୍ୱର୍ଗତ ସିଂଙ୍କ ପୂର୍ବତନ କାଉନସିଲର, ଚେୟାରମ୍ୟାନ ତଥା ସାଂସଦ ଥିବା ସମୟରେ ତାଙ୍କର ଜିଲାପ୍ରତି ଅବଦାନ ଉପରେ ମଧ୍ୟ ମତ ପ୍ରକାଶ କରିଥିଲେ। ପ୍ରକାଶଯେ, ଗତ ଦିନରେ କରୋନା ସଂକ୍ରମିିତ ଚିହ୍ନଟ ପରେ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ପରଲୋକ ଘଟିଥିଲା। ଖୁବ କମ୍‍ ସଦସ୍ୟ ମାନଙ୍କ ଉପସ୍ଥିତିରେ ମାସ୍କ ପରିଧାନ ଓ ସାମାଜିକ ଦୁରତା ବଜାୟ ରଖି ତଥା କୋଭିଡ ନିୟମ ପାଳନ ପୂର୍ବକ ଶ୍ରଦ୍ଧାଞ୍ଜଳୀ ସଭା ସମାପନ କରାଯାଇଥିଲ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like