-+91-9937148622 |
prerana_bgr@rediffmail.com |
Friday 25th September 2026 |
R.N.I. Regd No. ODIODI/2010/46693
Breaking News
13-May-2021
ଭୁବନେଶ୍ବର, ବଲାଙ୍ଗିର (ପ୍ରେରଣା ଖବର ବ୍ୟୁରୋ) :କୋଭିଡ଼ ଦ୍ଵିତୀୟ ଲହରୀ ର ମୁକାବିଲା ପାଇଁ ବଲାଙ୍ଗୀର ଜିଲ୍ଲା କୁj ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ,ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ଦୁଇ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।
ସୂଚନାଯୋଗ୍ୟ ଯେ କୋଭିଡ଼ ର ପ୍ରଥମ ଲହର ରେ ଗତ ବର୍ଷ ବିଭିନ୍ନ ପର୍ଯାୟରେ ବଲାଙ୍ଗୀର ଜିଲ୍ଲା କୁ ମୁଖ୍ୟମନ୍ତ୍ରୀ ବାର କୋଟି ଟଙ୍କା ମଞ୍ଜୁର କରିଥିଲେ ।