-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||     

HOME   ରାଜ୍ୟ

ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

13-May-2021



ପୁରୀ(ସମୀର ରଞ୍ଜନ ନାୟକ )- ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଭର୍ଚ୍ୟୁଆଲ ମୋଡରେ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ, କ୍ରୀଡା ଓ ଯୁବ ବ୍ଯାପାର ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା,  ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଜ୍ୟୋତିର୍ମୟ ଦଳେଇ, ସତ୍ୟବାଦୀ ବିଧାୟକ ଶ୍ରୀ ଉମାକାନ୍ତ ସାମନ୍ତରାୟ, ପୁରୀ ସଦର ବିଧାୟକ ଶ୍ରୀ ଜୟନ୍ତ କୁମାର ଷଡଙ୍ଗୀ, ବ୍ରହ୍ମଗିରି ବିଧାୟକ ଶ୍ରୀ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ପ୍ରମୁଖ ଯୋଗଦେଇ ଆସନ୍ତା ବର୍ଷା ଋତୁରେ ସମ୍ଭାବ୍ୟ ବନ୍ୟା ଓ ବାତ୍ୟାକୁ ମୁକାବିଲା କରିବା ସଂପର୍କରେ ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ । ପାଣିପାଗ ସଂପର୍କିତ ସତର୍କ ସୂଚନା ପ୍ରଦାନ, ଜିଲ୍ଲା ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ, ବନ୍ୟାରେ କ୍ଷତିଗ୍ରସ୍ତ ଆଶଙ୍କା ଥିବା ଅଞ୍ଚଳ ଚିହ୍ନଟ ଓ ମୁକାବିଲା ନିମନ୍ତେ ଅତ୍ୟାବଶ୍ୟକୀୟ ସରଞ୍ଜାମ ପ୍ରସ୍ତୁତ ପାଇଁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।  ସେହିଭଳି ବନ୍ୟାଜଳ ନିଷ୍କାସନ, ମୋଟର ଡଙ୍ଗା, ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ, ଶୁଖିଲା ଖାଦ୍ୟ, ସ୍ବାସ୍ଥ୍ୟସେବା ଓ ଔଷଧ, ପାନୀୟ ଜଳ, ପଶୁଖାଦ୍ୟ ମହଜୁଦ ସଂପର୍କରେ ମଧ୍ୟ ବିଶେଷ ଭାବେ ଆଲୋଚନା ହୋଇଛି । ଫସଲ କ୍ଷୟକ୍ଷତି ନହେବା ନିମନ୍ତେ ଦୃଷ୍ଟି ଦେବା ସହ ଆବଶ୍ୟକ ସ୍ଥଳେ ଓଡ୍ରାଫ ଓ ଆପଦମିତ୍ର ଭଳି ସ୍ବେଚ୍ଛାସେବୀ ମାନଙ୍କୁ ସଜାଗ ରଖିବା ପାଇଁ ପଦକ୍ଷେପ ନେବା ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଛି ।

ଉକ୍ତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଶ୍ରୀ ବିନୟ କୁମାର ଦାଶ, ଶ୍ରୀ ସୁଭାଷ ଚନ୍ଦ୍ର ନାଥଶର୍ମା, ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଶ୍ରୀ ଜିତେନ୍ଦ୍ର କୁମାର ପାତ୍ର, ପଞ୍ଚାୟତ ସମିତି ଅଧ୍ୟକ୍ଷ ଓ ଜିଲ୍ଲା ପରିଷଦ ସଦସ୍ୟ ପ୍ରମୁଖ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026

You Might Also Like