-+91-9937148622 |
prerana_bgr@rediffmail.com |
Friday 25th September 2026 |
R.N.I. Regd No. ODIODI/2010/46693
Breaking News
14-May-2021
ଭୁବନେଶ୍ୱର,(ପ୍ରେରଣା ଖବର ବ୍ୟୁରୋ) : ଓଡିଶାରେ କରୋନା ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା ବି ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୨ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ମହାମାରୀ । ଏହି କ୍ରମରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୨୭୩କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳରୁ ୩ ଜଣ ଆଜି ବୁଜିଛନ୍ତି । ସେହିପରି କଳାହାଣ୍ଡି, କେନ୍ଦ୍ରାପଡା, ରାୟଗଡା, ସୁନ୍ଦରଗଡ, ବଲାଙ୍ଗିର, ବୌଦ୍ଧ, କଟକ, ଦେବଗଡ଼. ଗଜପତି, ଗଞ୍ଜାମ ଓ କନ୍ଧମାଳରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।