-+91-9937148622 |
prerana_bgr@rediffmail.com |
Friday 25th September 2026 |
R.N.I. Regd No. ODIODI/2010/46693
Breaking News
14-May-2021
ଭୁବନେଶ୍ୱର,(ଶୁଭାଶିଷ ନାୟକ) : ରାଜ୍ୟରେ ଲକଡାଉନ ସମୟରେ ମଦର ହୋମ୍ ଡେଲିଭରି କରାଯିବ। ଅବକାରୀ ବିଭାଗ ଆଇଏମ୍ଏଫ୍ଏଲ୍ ଦୋକାନ ତଥା ଖାଦ୍ୟ ବିତରଣ ସଂସ୍ଥା ଦ୍ୱାରା ମଦ ହୋମ୍ ଡେଲିଭରି ଉପରେ ନିଷ୍ପତ୍ତି ନେବାକୁ ଗୁରୁବାର ଦିନ ଜିଲ୍ଲାପାଳଙ୍କୁ କହିଛି।
ତେବେ ଏହାପୂର୍ବରୁ ବିଭାଗ ପକ୍ଷରୁ ଲକଡାଉନ ସମୟରେ ମଦର ହୋମ୍ ଡେଲିଭରି ପାଇଁ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ଅନୁମତି ଲୋଡିଥିଲା। ତେବେ ଓଡିଶାରେ ମେ ୧୯ ଯାଏଁ ଲକଡାଉନ୍ ଜାରି ରହିଛି।