-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ରାଜ୍ୟ

ଅକ୍ସିଜେନ୍‌ ଅଭାବରୁ ଗୋଆର ବୃହତ୍ତମ କୋଭିଡ୍‌ ହସ୍ପିଟାଲ୍‌ରେ ୭୪ଜଣଙ୍କ ମୃତ୍ୟୁ

14-May-2021



ଗୋଆ:  ଡାକ୍ତରୀ ଅମ୍ଳଜାନ ଅଭାବରୁ ଗତ ୪ ଦିନରେ ରାଜ୍ୟର ବୃହତ୍ତମ କୋଭିଡ୍‌ ଚିକିତ୍ସାଳୟ ‘ଗୋଆ ମେଡିକାଲ୍‌ କଲେଜ୍‌ ଆଣ୍ଡ୍‌ ହସ୍ପିଟାଲ୍‌’ରେ ୭୪ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି।

ଗତରାତି ୨ଟାରୁ ଆଜି ସକାଳ ୬ଟା ମଧ୍ୟରେ ୧୩ଜଣ ରୋଗୀ ପ୍ରାଣ ହରାଇଥିବା ବେଳେ ଗୁରୁବାର ବଡ଼ି ଭୋର୍‌ ସୁଦ୍ଧା ଅନ୍ୟ ୧୫ଜଣଙ୍କର ମୃତ୍ୟୁ ହୋଇଯାଇଥିଲା। ସେହିପରି, ମଙ୍ଗଳବାର ଦିନ ୨୬ଜଣ ଏବଂ ବୁଧବାର ଦିନ ୨୦ଜଣ ବ୍ୟକ୍ତି ମୃତ୍ୟୁମୁଖରେ ପଡ଼ିଥିଲେ।

ଏ ସପ୍ତାହର ପ୍ରାରମ୍ଭରେ ଡାକ୍ତରଖାନା ପରିଦର୍ଶନରେ ଯାଇଥିବା ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ କହିଛନ୍ତି, ସମ୍ଭବତଃ, ଡାକ୍ତରୀ ଅମ୍ଳଜାନ ଉପଲବ୍ଧତା ଏବଂ ଯୋଗାଣ କାରଣରୁ ଏଭଳି ସମସ୍ୟା ସୃଷ୍ଟି ହୋଇଛି। କିନ୍ତୁ, ରାଜ୍ୟରେ ଅକ୍ସିଜେନ୍‌ ଅଭାବ ନାହିଁ ବୋଲି ସେ ଗୁରୁତ୍ବାରୋପ କରି କହିଛନ୍ତି।

ମୁଖ୍ୟମନ୍ତ୍ରୀ ସାୱନ୍ତଙ୍କ ଦୃଢ଼ୋକ୍ତି କେନ୍ଦ୍ର ସରକାରଙ୍କୁ ମଙ୍ଗଳବାର ଦିନ ଗୋଆର ପ୍ରମୁଖ ସଚିବ ପିକେ ଗୋଏଲ୍‌ କେନ୍ଦ୍ର ସରକାରଙ୍କୁ ଲେଖିଥିବା ପତ୍ରର ବିରୁଦ୍ଧାଚରଣ କରୁଛି। ଉକ୍ତ ପତ୍ରରେ ପ୍ରମୁଖ ସଚିବ ଗୋଏଲ୍‌ ଲେଖିଥିଲେ ଯେ, ମେ ୧ରୁ ୧୦ ତାରିଖ ମଧ୍ୟରେ ମହାରାଷ୍ଟ୍ରର କୋହ୍ଲାପୁରରୁ ଆବଣ୍ଟିତ ହୋଇଥିବା ୧୧୦ ମେଟ୍ରିକ୍‌ଟନ୍‌ଅମ୍ଳଜାନରୁ ରାଜ୍ୟ ମାତ୍ର ୬୬.୭୪ ମେଟ୍ରିକ୍‌ ଟନ୍‌ ପାଇଛି।

ଏଭଳି ସଙ୍କଟକ୍ଷଣରେ କୋହ୍ଲାପୁର ସମୁଦାୟ ମେଡିକାଲ୍‌ ଅକ୍ସିଜେନ୍‌ର ମାତ୍ର ୪୦% ଗୋଆକୁ ପଠାଇଛି।

ଅନ୍ୟୂନ ଗୋଟିଏ ସପ୍ତାହ ପାଇଁ ୧୧ ମେଟ୍ରିକ୍‌ ଟନ୍‌ ପରିବର୍ତ୍ତେ ଦୈନିକ ୨୨ ମେଟ୍ରିକ୍‌ ଟନ୍‌ ଡାକ୍ତରୀ ଅମ୍ଳଜାନ ଦିଆଯିବା ଉଚିତ ବୋଲି ବିଜେପି ଶାସିତ ଗୋଆ କେନ୍ଦ୍ର ସରକାରଙ୍କୁ ଆକୁଳ ନିବେଦନ କରିଛି।

ତେଣେ, ଗୋଆ ମେଡିକାଲ୍‌ କଲେଜ ଓ ହସ୍ପିଟାଲ୍‌ ରୋଗୀପୂର୍ଣ୍ଣ ହୋଇଯାଇଥିବାରୁ ନୂଆ ରୋଗୀଙ୍କ ପାଇଁ ସେଠାରେ ଆଉ ସ୍ଥାନ ନାହିଁ। ଶେଷ ଥର ପାଇଁ ଯେଉଁ କେତେଜଣ ରୋଗୀ ଭର୍ତ୍ତି ହୋଇଥିଲେ ସେମାନଙ୍କୁ ଶଯ୍ୟା ପରିବର୍ତ୍ତେ ଚଟାଣରେ ଶୁଆଇ ଦିଆଯାଇଛି। (ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like