-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ସମବାୟ ବ୍ୟାଙ୍କ ଦୁର୍ନିତୀର ର ତଦନ୍ତ ପାଇଁ ଜିଲ୍ଲାପାଳ ଅଫିସ ସମ୍ମୁଖରେ କଂଗ୍ରେସ ର ମୌନଧାରଣା

21-Oct-2020



ବଲାଙ୍ଗୀର (ସନ୍ତୋଷ କୁମାର ଠାକୁର ) : ବଲାଙ୍ଗିର କେନ୍ଦ୍ର ସମବାୟ ବ୍ୟାଙ୍କରେ ହୋଇଥିବା ସ୍ୱତନ୍ତ୍ର ଅଡିଟରେ ଦେଢ କୋଟିରୁ ଅଧିକ ଟଙ୍କାର ଦୁର୍ନୀତି ହୋଇଥିବା ଗଣମାଧ୍ୟମରେ ପ୍ରକାଶ ପାଇଥିଲ। ଏହି ଦୁର୍ନୀତି ବିରୁଦ୍ଧରେ ଆଜି ବଲାଙ୍ଗୀର ଜିଲ୍ଲା କଂଗ୍ରେସ ସେବାଦଳ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମୌନଧାରଣା ଦେବା ସହ ଜିଲ୍ଲାପାଳଙ୍କ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ୩ ଦଫା ଦାବୀ ପତ୍ର ଦିଆଯାଇଥିଲା। ଏହିଦାବି ପତ୍ରରେ 

୧.ବଲାଙ୍ଗିର କେନ୍ଦ୍ର ସମବାୟ ବ୍ୟାଙ୍କ ଦୁର୍ନିତୀର ତଦନ୍ତ ।

୨.ଅର୍ଥ ଆଜ୍ଞାତ ଅଭିଯୁକ୍ତ ବଲାଙ୍ଗିର ସମବାୟ ବ୍ୟାଙ୍କର ପୂର୍ବତନ ସଭାପତି ଓ ନିର୍ଦ୍ଦେଶକ ମାନଙ୍କ ବିରୁଦ୍ଧରେ କଦାରୀ ମୋଦ୍ଦମା ଦାୟର ସହ ସେମାନଙ୍କ ଗିରଫ ।

୩. ଅଭିଯୁକ୍ତ ମାନଙ୍କ ସମ୍ପତ୍ତି ବାଜ୍ୟାପ୍ତି କରି କରି ଆତ୍ମସାତ୍ ଅର୍ଥ ଅସୁଲ କରିବା ଦାବୀ କରାଯାଇଛି।

ଆଜିର ଏହି କାର୍ୟ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ନେତା ଉମାଶଙ୍କର ପଣ୍ଡା, ରାମଜୀ ଚୌଧରୀ, ମୟ ପଧାନୀ, ଅଜୟ ବାଲୀ, ମିଲନି ସାହୁ, ଯୋଗେଶ୍ୱର ସାହୁ, ପପୁ ପାତ୍ର, ସଞ୍ଜୟ ମିଶ୍ର, କୈଳାସ ମିଶ୍ର, ଝୁପଲୁ ମହାନ୍ତି, ସୁଦାମ ପଟେଲ, ଏକାନନ ବୁଧିଆ, ଜୟନାରାୟଣ ବହିଦାର, ଅନନ୍ତ ଚୌହାନ ଓ ଅଙ୍କିତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like