-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ରାଜ୍ୟ

ବଢୁଛି ମୃତ୍ୟୁ ସଂଖ୍ୟା; ରାଜ୍ୟରୁ ଆଉ ୨୨ ଜୀବନ ନେଲା କରୋନା

14-May-2021



ଭୁବନେଶ୍ୱର, (ଶୁଭାଶିଷ ନାୟକ): ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ବେଳେ ମୃତ୍ୟୁ  ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ରାଜ୍ୟରେ ଆଜି ନଳଆ ୨୨ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୭୩କୁ ବୃଦ୍ଧି ପାଇଛି
ଅନୁଗୁଳ ଜିଲ୍ଲାର ମୃତକଙ୍କ ମଧ୍ୟରୁ ଜଣେ ୭୩ ବର୍ଷିୟ ପୁରୁଷ, ଜଣେ ୨୪ ବର୍ଷିୟ ପୁରୁଷ ଓ ୪୦ ବର୍ଷିୟ ପୁରୁଷ ଅଛନ୍ତି । ସେହିପରି କଟକ ଜିଲ୍ଲାର ଜଣେ ୯୭ ବର୍ଷିୟ ପୁରୁଷ, ଦେବଗଡ଼ ଜିଲ୍ଲାର ଜଣେ ୫୯ ବର୍ଷିୟ ପୁରୁଷ, ଭୁବନେଶ୍ୱରର ଜଣେ ୭୫ ଓ ଜଣେ ୬୬ ବର୍ଷିୟ ପୁରୁଷ, ବଲାଙ୍ଗୀର ଜିଲ୍ଲାର ଜଣେ ୪୭ ବର୍ଷୀୟା ମହିଳା, ବୌଦ୍ଧ ଜିଲ୍ଲାର ଜଣେ ୫୦ ବର୍ଷୀୟା ମହିଳା, ଗଞ୍ଜାମ ଜିଲ୍ଲାର ଜଣେ ୭୨ ବର୍ଷୀୟା ମହିଳା, ଗଜପତି ଜିଲ୍ଲାର ଜଣେ ୪୬ ବର୍ଷିୟ ପୁରୁଷ କରୋନା ସଂକ୍ରମଣରେ ପ୍ରାଣ ହରାଇଛନ୍ତି ।
ଏପଟେ  କଳାହାଣ୍ଡି ଜିଲ୍ଲାର ଜଣେ ୪୪ ବର୍ଷିୟ ପୁରୁଷ ଓ ଜଣେ ୫୦ ବର୍ଷୀୟା ମହିଳା, କେନ୍ଦ୍ରାପଡ଼ା ଜିଲ୍ଲାର ଜଣେ ୫୯ ଓ ୬୫ ବର୍ଷିୟ ପୁରୁଷ, କନ୍ଧମାଳ ଜିଲ୍ଲାର ଜଣେ ୬୦ ବର୍ଷିୟ ପୁରୁଷ, ରାୟଗଡ଼ା ଜିଲ୍ଲାର ଜଣେ ୪୯ ଓ ଜଣେ ୩୬ ବର୍ଷିୟ ପୁରୁଷ, ଖୋର୍ଦ୍ଧା ଜିଲ୍ଲାର ଜଣେ ୬୦ ଓ ଅନ୍ୟ ଜଣେ ୪୭ ବର୍ଷିୟ ପୁରୁଷ, ସୁନ୍ଦରଗଡ଼ ଜିଲ୍ଲାର ଜଣେ ୭୪ ଓ ଜଣେ ୪୫ ବର୍ଷିୟ ପୁରୁଷ ଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like