-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ରାଜ୍ୟ

କାଳିଆ ଯୋଜନା ଚାଷୀଙ୍କ ମୁହଁ ରେ ହସ ଆଣିଛି, ଋଣ ଭାର ଲାଘବ କରିଛି- ମୁଖ୍ୟମନ୍ତ୍ରୀ, ଚାଷୀଙ୍କ ଖାତାକୁ ଗଲା 920 କୋଟି ଟଙ୍କା

14-May-2021



ଭୂବନେଶ୍ୱର (ଶୁଭାଶିଷ ନାୟକ): ଆସନ୍ତା କାଲି ଅଷୟ ତୃତୀୟା।ରାଜ୍ୟର ଚାଷୀ ପରିବାର ପାଇଁ ଏକ ଆନନ୍ଦର ଦିନ । ଚାଷ କାମ ର ଅନୁକୂଳ କାଲି ଠାରୁ ଆରମ୍ଭ ହୋଇଥାଏ ।ଏହି ଅବସରରେ  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଚାଷୀ ଭାଇ ଭଉଣୀ ମାନଙ୍କୁ ଶୁଭେଛା ଜଣାଇବା ସହ ରାଜ୍ୟର 42 ଲଷ ଚାଷୀ ପରିବାରର ବ୍ୟାଙ୍କ ଖାତାରେ ଖରିଫ 2021 ପାଇଁ କାଳିଆ ଯୋଜନାରେ 920 କୋଟି ଟଙ୍କା ଜମା କରାଯାଇଥିବା ବିଷୟ ଘୋଷଣା କରିଥିଲେ । ରାଜ୍ୟର ଛୋଟ ଚାଷୀ ,ନାମ ମାତ୍ର ଚାଷୀ  ଓ ଭୂମିହୀନ ଚାଷୀ ପରିବାର ସମସ୍ତେ ଏହି କାଳିଆ ଯୋଜନାର ସହାୟତା ପାଇ ଏହାକୁ ଚାଷ କାମରେ ତଥା ଜୀବନ ଜୀବିକାର ଉନ୍ନତିରେ ଲଗେଇବେ ବୋଲି ମୁଖ୍ୟମନ୍ତ୍ରୀ  ଆଶା ପ୍ରକାଶ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀଙ୍କ ପାଇଁ ସାରା ଦେଶରେ କାଳିଆ ଯୋଜନା ସବୁଠାରୁ ଭଲ ଯୋଜନା ।ଏହି ଯୋଜନା ଚାଷୀ ମୁହଁ ରେ ହସ ଆଣିଛି । ଚାଷୀର ଋଣ ଭାର ଲାଘବରେ ମଧ୍ୟ  ଏହା ସହାୟକ ହୋଇଛି । ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଚାଷୀଙ୍କ ତ୍ୟାଗର ଉଚ୍ଚ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ ଆମର ଗର୍ବ ଓ ଗୌରବ । ଦେଶ ଓ ସମାଜ ପାଇଁ  ଚାଷୀର ତ୍ଯାଗର ତୁଳନା ନାହିଁ ।ଗତବର୍ଷ କୋଭିଡ଼ ସମୟରେ ଚାଷୀ ହି ଅର୍ଥନୀତି କୁ ସଜୀବନୀ ପରି ଶକ୍ତି ଦେଇଥିଲା । ତେଣୁ ଚାଷୀର ତ୍ଯାଗର ମୂଲ୍ୟ କେହି ଦେଇ ପାରିବ ନାହିଁ ବୋଲି ଶ୍ରୀ ପଟ୍ଟନାୟକ  ମତ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମୋ ରାଜ୍ୟର ଚାଷୀ ,ଭଲରେ ରହୁ । ତାର ରୋଜଗାର ବଢୁ ତା ପରିବାରରେ  ସମୃଦ୍ଧି ଆସୁ ।ଏଥିପାଇଁ ମୁଁ କାମ କରୁଛି ଓ କରିଚାଲିବି ।" 

କୋଭିଡ଼ ସମ୍ପର୍କରେ ସଚେତନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ
ଏବେ ଆମେ କୋଭିଡ଼ ସକ୍ରମଣର ଦ୍ଵିତୀୟ ଲହରର ସାମନା କରୁଛେ ।ସକ୍ରମଣକୁ ନିୟନ୍ତ୍ରଣ କରିବାକୁ ଲକ୍ ଡାଉନ ଚାଲିଛି । କିନ୍ତୁ କୃଷି ଷେତ୍ର ପାଇଁ  କୌଣସି ଲକ୍ ଡାଉନ ନାହିଁ । ତେଣୁ ଚାଷୀ ଭାଇମାନେ କୋଭିଡ଼ ନିୟମ ମାନି ଚାଷ କାମ ଜାରି ରଖିବା  ସହିତ ସରକାରଙ୍କ ବିଭିନ୍ନ କୃଷି ବିକାଶ ଯୋଜନାର ସୁଯୋଗ  ମଧ୍ୟ ନେବା ସେ ପାଇଁ ଆହ୍ଵାନ ଜଣାଇଥିଲେ ।

ଶେଷରେ ,ଚଳିତ ବର୍ଷ ପାଇଁ ଭଲ ପାଗ , ଭଲ ଫସଲ  ଓ ଚାଷୀ ପରିବାରର ସମୃଦ୍ଧି  ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବା ସହ ମୁଖ୍ୟମନ୍ତ୍ରୀ ସରକାରଙ୍କ କୋଭିଡ଼ ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ସମସ୍ତଙ୍କୁ ପୁଣି ଥରେ ନିବେଦନ କରିଥିଲେ ।

ସୂଚନାଯୋଗ୍ୟ ଯେ କାଳିଆ ଯୋଜନା ରାଜ୍ୟ ସରକାରଙ୍କ ଶ୍ରେଷ୍ଠ କୃଷି କଲ୍ୟାଣ ଯୋଜନା । ଏହି ଯୋଜନାରେ  ଲଷ ଲଷ ଛୋଟ ଚାଷୀ, ନାମ ମାତ୍ର ଚାଷୀ ଓ ଭୂମିହୀନ ଚାଷୀ ପରିବାର ଉପକାର ପାଉଛନ୍ତି । 

କାଳିଆ  ସହାୟତାରେ ଚାଷୀ  କୃଷି ସାମଗ୍ରୀ କିଣବା ବେଳ ଭୂମି ହୀନ ଚାଷୀ ଛେଳି କୁକୁଡ଼ା ବତକ ପାଳନ ଆଦିରେ ବିନିଯୋଗ କରି ତା ପରିବାର ର ରୋଜଗାର ବଢାଇଥାଏ ।

ଏହି କାର୍ଯ୍ୟକ୍ରମ ରେ କୃଷି ଓ କୃଷକ ସଶକ୍ତିକରଣ ଏବଂ ଉଚ୍ଚ ଶିକ୍ଷା ମନ୍ତ୍ରୀ ଶ୍ରୀ ଅରୁଣ ସାହୁ, କାଳିଆ ଯୋଜନା କିପରି କୋଭିଡ଼ ସମୟରେ ଚାଷୀ ପରିବାର ପାଇଁ ଉପାଦେୟ ସାବ୍ୟସ୍ତ ହୋଇପାରିଛି ତା ଉପରେ ଆଲୋକପାତ କରିଥିଲେ 

ଏହି କାର୍ଯ୍ୟକ୍ରମରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ।ମୁଖ୍ୟମନ୍ତ୍ରୀଙ୍କ କାର୍ଯାଳୟର ମୁଖ୍ୟ ପରାମର୍ଶଦାତା ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like