-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ରାଜ୍ୟ

ପୂର୍ବତଟ ରେଳପଥ ମଧ୍ୟରୁ ଆହୁରି ଦୁଇ ଯୋଡ଼ା ଏକ୍ସପ୍ରେସ ବିଶେଷ ଟ୍ରେନ ବାତିଲ୍

14-May-2021



ଭୁବେନଶ୍ବର (ପ୍ରେରଣା ଖବର ବ୍ୟୁରୋ): ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ସ୍ପେଶାଲ୍ 23 ମଇ ପର୍ଯ୍ୟନ୍ତ ଶନିବାର ଓ ରବିବାର ଦିନ ବାତିଲ୍ ରହିବ |

● ବିଶାଖାପାଟନମ୍-କାଚେଗୁଡା-ବିଶାଖାପାଟନମ୍ ମାଇଁ ମାସ ଶେଷ ପର୍ଯ୍ୟନ୍ତ ବାତିଲ୍ ରହିବ |

  କମ ପୃଷ୍ଠପୋଷକତା ଏବଂ କୋଭିଡ୧୯ ସଂକ୍ରମଣ ବୃଦ୍ଧିର ଶୃଙ୍ଖଳାକୁ ଭାଙ୍ଗିବାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପରିସୀମା ମଧ୍ୟରୁ ଛାଡୁଥିବା ଆହୁରି ଦୁଇ ଯୋଡ଼ା ବିଶେଷ ଏକ୍ସପ୍ରେସ ଟ୍ରେନକୁ ନିମ୍ନ ଲିଖିତ ଅନୁଯାୟୀ ଉଭୟ ପାର୍ଶ୍ୱରୁ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି | 

01. 08493/08494 ଭୁବନେଶ୍ୱର-ବାଲାଙ୍ଗୀର-ଭୁବନେଶ୍ୱର ସ୍ପେଶାଲ୍ ଉଭୟ ଦିଗରୁ ମାଇଁ ମାସ 15,16,22 ଏବଂ 23 ତାରିଖ ଦିନ ବାତିଲ୍ ରହିବ |

02. 08561/08562 ବିଶାଖାପାଟନମ୍-କାଚେଗୁଡା-ବିଶାଖାପାଟନମ୍ ବିଶେଷ ଟ୍ରେନ ବିଶାଖାପାଟନମ୍ ଠାରୁ 14 ମଇରୁ 31 ମଇ ପର୍ଯ୍ୟନ୍ତ ଏବଂ କାଚେଗୁଡା ଠାରୁ 15 ମଇରୁ 1 ଜୁନ୍, 2021 ପର୍ଯ୍ୟନ୍ତ ବାତିଲ୍ ରହିବ |

 କମ ପୃଷ୍ଠପୋଷକତା ଏବଂ Covid19 ସଂକ୍ରମଣର ଶୃଙ୍ଖଳାକୁ ଭାଙ୍ଗିବା ପାଇଁ ପୂର୍ବତଟ ରେଳପଥ ଏହାପୂର୍ବରୁ ଚାରି ଯୋଡ଼ା ସ୍ପେଶାଲ ଏକ୍ସପ୍ରେସ ଟ୍ରେନକୁ ବାତିଲ କରିବାକୁ ଘୋଷଣା କରିଛି |  ଏହି ଟ୍ରେନ୍ ଗୁଡିକ ହେଉଛି _ 02866/02865 ପୁରୀ- ଏଲଟିଟି-ପୁରୀ ସାପ୍ତାହିକ ସ୍ପେଶାଲ ଏକ୍ସପ୍ରେସ, 02880/02879 ଭୁବନେଶ୍ୱର-ଏଲଟିଟି- ଭୁବନେଶ୍ୱର ଦ୍ୱି-ସାପ୍ତାହିକ ସ୍ପେଶାଲ ଏକ୍ସପ୍ରେସ, 07488/07487 ବିଶାଖାପାଟନମ-କଡପା-ବିଶାଖାପାଟନମ ଦୈନନ୍ଦିନ ଚଳାଚଳ କରୁଥିବା ଏକ୍ସପ୍ରେସ ସ୍ପେଶାଲ ଏବଂ 02831/02832 ବିଶାଖାପାଟଣା-ଲିଙ୍ଗମପଲ୍ଲୀ-ବିଶାଖାପାଟଣା ଦୈନନ୍ଦିନ ଚଳାଚଳ କରୁଥିବା ଏକ୍ସପ୍ରେସ ସ୍ପେଶାଲ୍ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like