-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ଦେଶ ବିଦେଶ

ଓଡ଼ିଶାର ଉତକେଲା ବିମାନବନ୍ଦର ପାଇଁ ୮.୧୧୩ କୋଟି ଏବଂ ଜୟପୁର ବିମାନବନ୍ଦର ଲାଗି ୧୭.୫୬୫ କୋଟି ଟଙ୍କା ଖର୍ଚ୍ଚ ହୋଇଛି: କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

21-Sep-2020



କେନ୍ଦ୍ର ସରକାରଙ୍କ ଉଡାନ ଯୋଜନା ଅଧୀନରେ ଓଡ଼ିଶାର ଉତକେଲା ଏବଂ ଜୟପୁର ବିମାନବନ୍ଦର ବିକାଶର ସ୍ଥିତିକୁ ନେଇ ବିଜେଡି ରାଜ୍ୟସଭା ସାଂସଦ ସୁଜିତ କୁମାର ପ୍ରଶ୍ନ କରିଥିଲେ। ଏହାର ଉତ୍ତରରେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂହ ପୁରୀ କହିଛନ୍ତି ଯେ ଭାରତର ବିମାନ ବନ୍ଦର ପ୍ରାଧିକରଣ ପକ୍ଷରୁ ପ୍ରଥମ ରାଉଣ୍ଡ ବିଡିଂ କରାଯାଇଥିଲା। ଆଞ୍ଚଳିକ କନେକ୍ଟିଭିଟି ସ୍କିମ୍ (ଆରସିଏସ୍)ର କାର୍ଯ୍ୟ ପାଇଁ ନେଟୱାର୍କକୁ କାମ ଦିଆଯାଇଥିଲା। ମାତ୍ର ପରବର୍ତ୍ତୀ ସମୟରେ,ଏୟାରଲାଇନ୍ ଅପରେଟର୍ (ଏସଏଓ)ର ଅନୁପାଳନ ନ ହେବା ଯୋଗୁଁ ଚୁକ୍ତିନାମା ବାତିଲ୍ ହୋଇଥିଲା | ତେବେ ଉଡାନ୍ ଯୋଜନା ଅଧୀନରେ ସଂରକ୍ଷିତ ଏବଂ ଅଣସଂରକ୍ଷିତ ବିମାନ ବନ୍ଦରଗୁଡିକର ପୁନରୁତ୍ଥାନ କରାଯାଉଛି | ଏଥିରେ ଉତକେଲା ଏବଂ ଜୟପୁର ବିମାନବନ୍ଦର ବିକାଶ କରାଯାଉଛି | ଏହି ବାବଦରେ ଗତ ଅଗଷ୍ଟ ୩୧ ତାରିଖ ସୁଦ୍ଧା ଉତକେଲା ବିମାନବନ୍ଦର ପାଇଁ ୮.୧୧୩ କୋଟି ଏବଂ ଜୟପୁର ବିମାନବନ୍ଦର ଲାଗି ୧୭.୫୬୫ କୋଟି ଟଙ୍କା ଖର୍ଚ୍ଚ ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି। ପରବର୍ତ୍ତୀ ସମୟରେ, ଭବିଷ୍ୟତର ରାଉଣ୍ଡରେ ଯଦି କୌଣସି ବିଡ୍ ଗ୍ରହଣ କରାଯାଏ , ତେବେ ଉଡାନ୍ ଯୋଜନା ଅନୁଯାୟୀ ସମାନ ଭାବରେ ତାର ବିବେଚନା କରାଯିବ ବୋଲିକେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂହ ପୁରୀ କହିଛନ୍ତି।


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like