-+91-9937148622 |
prerana_bgr@rediffmail.com |
Friday 25th September 2026 |
R.N.I. Regd No. ODIODI/2010/46693
Breaking News
15-May-2021
ଭୁବନେଶ୍ୱର,(ପ୍ରେରଣା ଖବର) : ରାଜ୍ୟରେ କରୋନା ଗ୍ରାଫ୍ ଉପରମୁହାଁ ହୋଇ ବଢିଚାଲିଛି । ରାଜ୍ୟରେ ଆଜି ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟା ରାଜ୍ୟରେ ସର୍ବାଧିକ ୧୧ ହଜାର ୮୦୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬ ହଜାର ୬୧୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫ ହଜାର ୧୯୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧ ହଜାର ୪୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।t