-+91-9937148622 |

prerana_bgr@rediffmail.com |

  Friday 13th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ   (13-Mar-2026)       ||      ଆଦିବାସୀ ଓ ପଛୁଆ ବର୍ଗଙ୍କ ଉନ୍ନତି ପାଇଁ ୬୬୪୯ କୋଟିରୁ ଉର୍ଦ୍ଧ୍ବ ବଜେଟ୍   (13-Mar-2026)       ||      ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା କ୍ୟାମ୍ପ ଅନୁଷ୍ଠିତ   (13-Mar-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ପାର୍କିଂ ଜୋନ ଓ ସ୍ପୀଡ ବ୍ରେକର ଦାବି - ଜିଲ୍ଲା ଛାତ୍ର କଂଗ୍ରେସ ର ପ୍ରସ୍ତାବ   (12-Mar-2026)       ||      ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସମସ୍ୟା ନେଇ କଳିକେଶଙ୍କ ବିଧାନସଭାରେ ପ୍ରଶ୍ନ♦️ ବଲାଙ୍ଗୀର ଜିଲ୍ଲାରେ ଖଣିଭିତ୍ତକ ଶିଲ୍ପସ୍ଥାପନର ପ୍ରସ୍ତାବ ନାହିଁ - ଖଣିମନ୍ତ୍ରୀ   (12-Mar-2026)       ||      *ନିଆରା ବିବାହ ବାର୍ଷିକୀ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ*-   (12-Mar-2026)       ||      ସରକାରଙ୍କ ଅଜବ ନୀତି:ଏଚ୍ ଆର ଏମ୍ ଏସ ସର୍ଭର ବନ୍ଦ,ତଥାପି ବିଲ୍ ଦାଖଲ ପାଇଁ ଡେଡ୍ ଲାଇନ୍   (12-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ   (12-Mar-2026)       ||      ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ସାଂସ୍କୃତିକ ସଂଗଠନ ଓ ନାଟ୍ୟ ପରିଷଦ ତରଫରୁ ବାର୍ଷିକ ଉତ୍ସବ ଅନୁଷ୍ଠିତ    (12-Mar-2026)       ||      ହରିରାଜପୁର ମେଳଣ ପଡିଆରେ ରାଜ୍ୟସ୍ତରୀୟ କବିତା ଆସର    (12-Mar-2026)       ||      ଡୁମେରପିଟା ସ୍କୁଲ ରେ ଛାତ୍ରଙ୍କୁ ମାଡ଼ ଘଟଣା,ଥାନା କୁ କଥା ଗଲା ପରେ ମଧ୍ୟ ସମ୍ପୃକ୍ତ ଶିକ୍ଷକ ଙ୍କୁ ସୁରକ୍ଷା ଦେଉଛି କିଏ ?   (12-Mar-2026)       ||      ବାପୁଜୀ ପବ୍ଲିକ ସ୍କୁଲର ୧୪ ତମ ବାର୍ଷିକ ଉତ୍ସବ ପାଳିତ   (12-Mar-2026)       ||      *ଗ୍ରାମ ପଞ୍ଚାୟତ ବିକାଶ ଯୋଜନା ଉପରେ ତାଲିମ ଶିବିର*   (12-Mar-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||     

HOME   ଜିଲ୍ଲା

କଳାହାଣ୍ଡି ଜିଲ୍ଲା ଧାର୍ମିକ ପୀଠ ଡୋକ୍ରିଚଞ୍ଚରl ନବୀକରଣ

21-Oct-2020



କଳାହାଣ୍ଡି/କୋକସରା(ତ୍ରିନାଥ ବେଶ୍ରା) ଜିଲ୍ଲାର ଐତିହାସିକ ଓ ଧାର୍ମିକ ପୃଷ୍ଠଭୂମି ବୋଲାଉଥିବା ବନ ପାହାଡ଼ ଘେରା ଗୁଡ଼ହାଣ୍ଡି ଡୋକ୍ରିଚଞ୍ଚରା  ଟାଙ୍ଗରା ହେବାକୁ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଗୁଡ଼ହାଣ୍ଡି ଡୋକ୍ରିଚଞ୍ଚରା ଉନ୍ନୟନ କମିଟି ପକ୍ଷରୁ 7 ସପ୍ତାହ ଧରି ପ୍ରତି ରବିବାର ଦିନ  ବନୀକରଣ ଯୋଜନାରେ ୨ ହଜାରରୁ ଊର୍ଦ୍ଧ୍ଵ ବୃକ୍ଷ ରୋପଣ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କୋକସରା ବ୍ଲକ୍ ଆମପାଣି ଜୋନ୍ ଜିଲ୍ଲାପରିଷଦ ହେମାଙ୍ଗିନୀ  ହଂସ ଯୋଗ ଦେଇଥିଲେ  । ପର୍ଯୟଟନସ୍ଥଳୀ  ଗୁଡ଼ହାଣ୍ଡି ଡୋକ୍ରିଚଞ୍ଚରାରେ  ପର୍ଯ୍ୟଟକଙ୍କ ପାଇଁ ଶୌଚାଳୟ ସୁବିଧା, ବିଦ୍ୟୁତ୍ ସେବା ଭଳି ଜରୁରୀକାଳୀନ ସେବା ଯୋଗାଇ ଦେବା ପାଇଁ କମିଟି ପକ୍ଷରୁ ଜିଲ୍ଲା ପରିଷଦ ମହୋଦୟାଙ୍କୁ  ନିବେଦନ କରିଥିଲେ । ଡୋକ୍ରିଚଞ୍ଚରା  ଉନ୍ନତିକରଣ ନିମନ୍ତେ ଦୁଇଟି ସୋଲାର ଲାଇଟ୍ ଓ ଗୋଷ୍ଠୀ ଶୌଚାଳୟ ଦେବା ସହିତ  ଅନ୍ୟାନ୍ୟ ବ୍ୟବସ୍ତା ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବି ବୋଲି ପ୍ରତିଶ୍ରୁତି ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ସଭାପତି ଭଦ୍ରେଶ୍ୱର ପାତ୍ର କମିଟି ଉପ ସଭାପତି ଘନଶ୍ୟାମ ନାୟକ,ସମ୍ପାଦକ ମଧୁବନ ପାତ୍ର, ମଣ୍ଡଳ ସଭାପତି ଅର୍ଜୁନ ଭାଟି ଜିତେନ୍ ମାଝୀ, ଅଭିରାମ ଲଦୁଆ , ସୁଧୀର ପାତ୍ର ତଥା କମିଟିର  ବ ହୁ ସଦସ୍ୟ  ଉପସ୍ଥିତ    ଥିଲେ 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ   13-Mar-2026
  ରାଜ୍ୟ  
ଆଦିବାସୀ ଓ ପଛୁଆ ବର୍ଗଙ୍କ ଉନ୍ନତି ପାଇଁ ୬୬୪୯ କୋଟିରୁ ଉର୍ଦ୍ଧ୍ବ ବଜେଟ୍   13-Mar-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା କ୍ୟାମ୍ପ ଅନୁଷ୍ଠିତ   13-Mar-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ପାର୍କିଂ ଜୋନ ଓ ସ୍ପୀଡ ବ୍ରେକର ଦାବି - ଜିଲ୍ଲା ଛାତ୍ର କଂଗ୍ରେସ ର ପ୍ରସ୍ତାବ   12-Mar-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସମସ୍ୟା ନେଇ କଳିକେଶଙ୍କ ବିଧାନସଭାରେ ପ୍ରଶ୍ନ♦️ ବଲାଙ୍ଗୀର ଜିଲ୍ଲାରେ ଖଣିଭିତ୍ତକ ଶିଲ୍ପସ୍ଥାପନର ପ୍ରସ୍ତାବ ନାହିଁ - ଖଣିମନ୍ତ୍ରୀ   12-Mar-2026
  ଜିଲ୍ଲା  
*ନିଆରା ବିବାହ ବାର୍ଷିକୀ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ*-   12-Mar-2026
  ଜିଲ୍ଲା  
ସରକାରଙ୍କ ଅଜବ ନୀତି:ଏଚ୍ ଆର ଏମ୍ ଏସ ସର୍ଭର ବନ୍ଦ,ତଥାପି ବିଲ୍ ଦାଖଲ ପାଇଁ ଡେଡ୍ ଲାଇନ୍   12-Mar-2026
  ଜିଲ୍ଲା  
ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ   12-Mar-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ସାଂସ୍କୃତିକ ସଂଗଠନ ଓ ନାଟ୍ୟ ପରିଷଦ ତରଫରୁ ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Mar-2026
  ଜିଲ୍ଲା  
ହରିରାଜପୁର ମେଳଣ ପଡିଆରେ ରାଜ୍ୟସ୍ତରୀୟ କବିତା ଆସର   12-Mar-2026
  ଜିଲ୍ଲା  
ଡୁମେରପିଟା ସ୍କୁଲ ରେ ଛାତ୍ରଙ୍କୁ ମାଡ଼ ଘଟଣା,ଥାନା କୁ କଥା ଗଲା ପରେ ମଧ୍ୟ ସମ୍ପୃକ୍ତ ଶିକ୍ଷକ ଙ୍କୁ ସୁରକ୍ଷା ଦେଉଛି କିଏ ?   12-Mar-2026
  ଜିଲ୍ଲା  
ବାପୁଜୀ ପବ୍ଲିକ ସ୍କୁଲର ୧୪ ତମ ବାର୍ଷିକ ଉତ୍ସବ ପାଳିତ   12-Mar-2026

You Might Also Like