-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ରାଜନୀତି

ଓଡ଼ିଶାବାସୀଙ୍କୁ ନିବେଦନ କଲେ ନିରଞ୍ଜନ

16-May-2021



ଭୁବନେଶ୍ୱର (ପ୍ରେରଣା ଖବର ବ୍ୟୁରୋ): ନଅଙ୍କ ଦୂର୍ଭିକ୍ଷ ପରେ ସେହିପରି ବିପତି କରୋନା ମହାମାରୀ ଓଡ଼ିଶାରେ ଦେଖାଦେଇଛି । ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଏହି ସଂକଟ ସମୟରେ ଓଡ଼ିଶାବାସୀଙ୍କୁ ନିବେଦନ କରିଛନ୍ତି କି ଯାହାର ଯେଉଁ ଶକ୍ତି ଅଛି ତାକୁ ହୃଦୟତାର ସହ ବିନିଯୋଗ କରି ଓଡ଼ିଶାବାସୀଙ୍କୁ ସେବା କରିବାକୁ ଆଗେଇ ଆସିବା ପାଇଁ ଆହ୍ୱାନ କରିଛନ୍ତି । ପିସିସି ସଭାପତି ଶ୍ରୀ ପଟ୍ଟନାୟକ ଅସୁସ୍ଥତା ପାଇଁ ଓଡ଼ିଶା ବାହାରେ ଅଛନ୍ତି । ସେ କେବେ ଫେରିବେ ତାହା କହିପାରୁ ନାହାଁନ୍ତି । ଯଥାଶୀଘ୍ର ଓଡ଼ିଶା ଫେରିବାକୁ ଚେଷ୍ଟା କରୁଛନ୍ତି କିନ୍ତୁ ବାହାରେ ଥାଇ ମଧ୍ୟ ପ୍ରତିିଦିନ ଯୋଗାଯୋଗ ରକ୍ଷା କରିଛନ୍ତି ଶ୍ରୀ ପଟ୍ଟନାୟକ ଏବଂ ଯଥାସମ୍ଭବ ସାହାଯ୍ୟ ଓ ସହଯୋଗ ଜାରି ରଖିଛନ୍ତି । ଯାହା ସବୁ ଖବର ଗ୍ରାମାଂଚଳ ଠାରୁ ସହର ପର୍ଯ୍ୟନ୍ତ ମିଳୁଛି ସେଥିରେ ଶ୍ରୀ ପଟ୍ଟନାୟକ ଗଭୀର ଭାବରେ ଚିନ୍ତିତ । ସମେସ୍ତ ଜାଣନ୍ତି ଓଡ଼ିଶାର ଅଧିକାଂଶ ଲୋକ ଦାରିଦ୍ର‌୍ୟତାରେ ଛଟପଟ ହେଉଛନ୍ତି । ଯଦି ଏହି ସମୟରେ ଆମେ ସମେସ୍ତ ମିଶି ଅଂଟା ନଭିଡ଼ିବା ଏ ଭୟାବହ ବିପତିରୁ ନିଜକୁ କିପରି ବଂଚାଇବା? ଏହି ଅବସରରେ ଶ୍ରୀ ପଟ୍ଟନାୟକ ସରକାରଙ୍କୁ ଅନୁରୋଧ କରିଛନ୍ତି ସରକାରଙ୍କ ଯେଉଁ ଭୁଲ ପାଇଁ ନଅଙ୍କ ଦୂର୍ଭିକ୍ଷ ଦେଖାଦେଇଥିଲା ସେହିପରି ଭୁଲ ପୁନର୍ବାର ସରକାର ନ କରିବା ପାଇଁ ।  ଯାହାସବୁ ଶୁଣାଯାଉଛି ସହର ଓ ଗ୍ରାମାଂଚଳକୁ ବଡ ଦ୍ରୁତଗତିରେ ସଂକ୍ରମଣ ବ୍ୟାପୁଛି । କେତେ ଲୋକ ଏଥିରେ ଆକ୍ରାନ୍ତ ହେଉଛନ୍ତି ଏବଂ କେତେ ଲୋକ ମୃତ୍ୟୁବରଣ କରୁଛନ୍ତି ସରକାରଙ୍କ ପକ୍ଷରୁ ପରିସଂଖ୍ୟାନ ଯାହା ବାହାରୁଛି ତାହା ସତ୍ୟ ନୁହେଁ । ତାହା ଠାରୁ ଅଧିକ ଲୋକ ସଂକ୍ରମଣ ହେଉଛନ୍ତି ଏବଂ ମୃତ୍ୟୁବରଣ କରୁଛନ୍ତି । ଏହା ମୋର ବ୍ୟକ୍ତିଗତ ମତ ନୁହେଁ । ଦେଶ ଓ ବିଦେଶରୁ ବିଭିନ୍ନ ସମ୍ବାଦ ସରବରାହ ସଂସ୍ଥା ପ୍ରକାଶ କରିଛନ୍ତି ଏବଂ ଏହିପରି ପରିସଂଖ୍ୟାନର ବିଚ୍ୟୁତ ଭାରତ ବର୍ଷରେ ସର୍ବାଧିକ ହୋଇଛି ବୋଲି ମତ ପ୍ରକାଶ ପାଇଛି । ବର୍ତମାନ ସମୟରେ ଦୋଷ ଦୁର୍ବଳତାକୁ ଲୁଚାଇବା ପାଇଁ ଉଦ୍ୟମ କରାନଯାଉ । ପ୍ରଶାସନର ଦୋଷ ଓ ଦୁର୍ବଳତାର ଅଜ୍ଞତା ଓ ଉପଯୁକ୍ତ ପଦକ୍ଷେପ ନନେବା ଫଳରେ ନଅଙ୍କ ଦୁର୍ଭିକ୍ଷ ଦେଖାଦେଇଥିଲା । ଏହି ପ୍ରରୀପ୍ରେକ୍ଷୀରେ ଆମ ସମସ୍ତଙ୍କ ନୈତିକ କର୍ତବ୍ୟ ହେଉଛି ନିଜର ସାମର୍ଥ୍ୟ ଅନୁସାରେ ପାରୁ ପର୍ଯ୍ୟନ୍ତ ସମୟ, ଅର୍ଥ, ଶକ୍ତି, ସାହାସ ଓ ସାହାଯ୍ୟ କରି ଲୋକଙ୍କୁ ସେବା କରିବା । କଂଗ୍ରେସ ଦଳ ତରଫରୁ କିଛିଟା କାର୍ଯ୍ୟକ୍ରମ କରାଯାଇଛି ଏବଂ ଆସନ୍ତା ୨୧ ତାରିଖ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସରେ କରୋନା ମହାମାରୀ ପୀଡ଼ିତଙ୍କ ପାଇଁ ବିଭିନ୍ନ ସେବାକାର୍ଯ୍ୟ ଅନୁଷ୍ଠିତ ହେବ । ଯଥା: ୧ ଆମ୍ବୁଲାନ୍ସ ସେବା ଯୋଗାଇବା, ୨, ମାସ୍କ ସାନିଟାଇଜର ଔଷଧ ବିତରଣ କରିବା, ସଂକ୍ରମିତ ଲୋକଙ୍କ ରେଜିଷ୍ଟ୍ରେସନ କରି ଉପଯୁକ୍ତ ସ୍ଥାନରେ ପଂହଚାଇବା ୩. ସଂକ୍ରମିତଙ୍କ ପରିବାର ସମ୍ପର୍କୀୟଙ୍କ ଖାଇବା ପିଇବାର ବ୍ୟବସ୍ଥା କରିବା, ୪. କରୋନା ରୋଗୀଙ୍କ ମୃତ୍ୟୁର ପରବର୍ତି ସମୟ ଅନ୍ତିମ କାର୍ଯ୍ୟରେ ସାହାଯ୍ୟ କରିବା ଇତ୍ୟାଦି ।

ତେଣୁ ମୋର ସମସ୍ତ କଂଗ୍ରେସ ନେତୃବୃନ୍ଦ ଓ ବନ୍ଧୁମାନଙ୍କୁ ଅନୁରୋଧ କରୁଛିକି ଏଆଇସିସି ଯେଉଁ କାର୍ଯ୍ୟକ୍ରମ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ତାଙ୍କୁ ଆନ୍ତରିକାତର ସହ କାର୍ଯ୍ୟକରିବା ଏବଂ ସର୍ବସାଧାରଣଙ୍କୁ ଅନୁରୋଧ ନିଜେ ସଚେତନ ରହି ସେବା କାର୍ଯ୍ୟ କରନ୍ତୁ ବା ଯେଉଁମାନେ ସେବାକାର୍ଯ୍ୟ କରୁଛନ୍ତି ତାଙ୍କୁ ସାହାଯ୍ୟ କରିବା ପାଇଁ ନିବେଦନ କରିଛନ୍ତି ଶ୍ରୀ ପଟ୍ଟନାୟକ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like