-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

କରୋନାର ହଟ୍ ସ୍ପଟ୍ ସମ୍ବଲପୁରରେ ଜନପ୍ରତିନିଧି ନିଖୋଜ..!

16-May-2021



ସମ୍ବଲପୁର,(ସଂଜୀବପାଣିଗ୍ରାହୀଙ୍କରିପୋର୍ଟ): କୋଭିଡ-୧୯ ମହାମାରୀର କରାଳ ଗର୍ତ୍ତରେ ସମଗ୍ର ମାନବ ସମାଜ ଆଜି ଆର୍ତ୍ତନାଦ କରୁଛି I ଆଗାମୀ ଦଶନ୍ଧି ମଧ୍ୟରେ ପ୍ରାୟ ଦଶ ଲକ୍ଷ ପ୍ରଜାତି ର ଉଦ୍ଭିଦ ଓ ପ୍ରାଣୀଙ୍କ ପ୍ରତି ଘୋର ବିପଦ ରହିଥିବା ଦର୍ଶାଇ ମଣିଷ ତାର ଆଚରଣ ରେ ପରିବର୍ତ୍ତନ ନ ଘଟିଲେ ଆଗାମୀ ଦିନରେ ପୃଥିବୀ ପୃଷ୍ଠରୁ ସମଗ୍ର ମଣିଷ ସମାଜ ଲୋପ ପାଇପାରେ ବୋଲି ବୈଜ୍ଞାନିକ ମାନେ ଭବିଷ୍ୟବାଣୀ କଲେଣି I କରୋନାର ଏହି କରାଳ ଛାୟା ପରିସ୍ଥିତିକୁ  ବିଷମ କରିଥିବାବେଳେ ସାଧାରଣ ରୋଗୀ କିମ୍ବା ତାର ପରିଜନ ଏହି ପରିସ୍ଥିତିକୁ ସାମ୍ନା କରିବା ପାଇଁ ଅସହାୟ  ହୋଇପଡୁଛନ୍ତି I ସଠିକ୍ ସୂଚନାପ୍ରଦାନ  ଓ ଯୋଗାଯୋଗ କ୍ଷେତ୍ରରେ ସମନ୍ଵୟର ଅଭାବ ରହୁଛି I ଏଭଳି ଅଭାବନୀୟ ପରିସ୍ଥିତି ସଂକ୍ରାନ୍ତରେ ବୁଝାପଡ଼ିବା ପୂର୍ବରୁ ବହୁ ମୂଲ୍ୟବାନ ଜୀବନ ଅକାଳରେ ଚାଲିଯାଉଛି I
                 ମହାମାରୀର ଏହି ଉତ୍କଟ ପରିସ୍ଥିତିକୁ କିନ୍ତ ସରକାରୀ ବାବୁ, ଡାକ୍ତର, ନର୍ସ, ବେସରକାରୀ ସଙ୍ଗଠନ ଗୁଡିକ ନିୟୋଜିତ ହୋଇ ଦୃଢ ମୁକାବିଲା କରୁଛନ୍ତି I ପରିସ୍ଥିତିର ଗମ୍ଭୀର ଅବ୍ୟବସ୍ଥା ମଧ୍ୟରେ କିନ୍ତ, ରୋଗୀ ଛଟପଟ ହେଉଥିବାର ବିକଳ ଚିତ୍ର ସାମ୍ନାକୁ ଆସୁଛି I
               ସମ୍ପ୍ରତି କୋଭିଡ ପରିଚାଳନାରେ ଦେଖାଯାଉଥିବା ସାଙ୍ଘାତିକ ବ୍ୟତିକ୍ରମ ରେ କିନ୍ତ, ଗଣତନ୍ତ୍ର ବିଧିବ୍ୟବସ୍ଥା ମଧ୍ୟରେ ସମ୍ବଲପୁର ଜ଼ିଲ୍ଲାର ନିର୍ବାଚିତ ଜନପ୍ରତନିଧି ମାନେ ଆଜି ନିଖୋଜ  ହୋଇପଡିଛନ୍ତି I ଏଭଳି କ୍ଷେତ୍ରରେ ଜ଼ିଲ୍ଲାର ନିର୍ବାଚିତ ଜନ ପ୍ରତିନିଧି ମାନେ ତାଙ୍କର ଉତ୍ତରଦାୟୀତ୍ୱ ନିର୍ବାହ ପୂର୍ବକ କୋଭିଡ ପରିଚାଳନାର ସମୀକ୍ଷା ବା ତଦାରଖ କରିବା ପରିବର୍ତ୍ତେ  ଆଜି ଗାତୁଆ ମୂଷା ପାଲଟିଥିବା ଦେଖାଯାଇଛି I ସରକାରୀ କାର୍ଯ୍ୟକୁ ପୁଙ୍ଖାନୁପୁଙ୍ଖ ତଦନ୍ତ ତଦାରଖ କରୁଥିବା ଏହି  ଜନପ୍ରତିନିଧି ମାନଙ୍କ ସକାଶେ କୋଭିଡ ପରିଚାଳନା ର ସମୀକ୍ଷା ପ୍ରଣୀଧାନଯୋଗ୍ୟ ନୁହେଁ କି ? ନା ଏଥିରେ ପ୍ରଶାସନିକ ବାଧା ରହିଛି ? ଏହି କ୍ଷେତ୍ରରେ କିନ୍ତୁ, ଉଦାହରଣ ପାଲଟିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସୁନ୍ଦରଗଡ଼ ଲୋକସଭା ସାଂସଦ ଜୁଏଲ ଓରାମ I କୋଭିଡ ହସ୍ପିଟାଲ ଭିତରକୁ ପିପିଇ କିଟ୍ ପରିଧାନ କରି ରୋଗୀଙ୍କ ଭଲ ମନ୍ଦ ବୁଝିବା ସହିତ କୋଭିଡ ପରିଚାଳନାର ସମୀକ୍ଷା କରୁଛନ୍ତି I 
       ତେବେ, ଏଭଳି ସଙ୍କଟ ବେଳେ ଲୋକଙ୍କ ପ୍ରିୟ ଭାଜନ ହେବା ପରିବର୍ତ୍ତେ କରୋନାର ହଟସ୍ପଟ ପାଲଟିଥିବା ସମ୍ବଲପୁର ଜ଼ିଲ୍ଲାରେ କିନ୍ତୁ ନିର୍ବାଚିତ ଜନପ୍ରତିନିଧି ମାନେ ଆଜି ନିଖୋଜ ଥିବା ଆଲୋଚନା ହେଉଛି I


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like