-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ରାଜ୍ୟ

ଗତ ୨୪ ଘଣ୍ଟାରେ ନୂଆ ୧୧,୭୩୨ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ

16-May-2021



ଭୁବନେଶ୍ବର,(ପ୍ରେରଣା ଖବର ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ଉପରେ ବ୍ରେକ ଲାଗିଥିବାବେଳେ ରାଜ୍ୟରେ ସଂକ୍ରମଣ ଥମିବାର ନାଁ ନେଉନି । ଗତ ୨୪ ଘଣ୍ଟାରେ ନୂଆ ୧୧,୭୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୧୭୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ଜଣାଇଛି ।

ଆଜିର ସଂକ୍ରମିତଙ୍କ ମଧ୍ୟରେ ୬୫୬୯ କ୍ବାରେଣ୍ଟାଇନ ସେଣ୍ଟରର ରହିଥିବାବେଳେ ୫୧୬୩ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ନୂଆ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳରୁ ୭୦୦,ବାଲେଶ୍ୱରରୁ ୪୭୨, ବରଗଡରୁ ୩୬୩, ଭଦ୍ରକରୁ ୪୧୪, ବଲାଙ୍ଗୀରରୁ ୪୦୧, ବୌଦ୍ଧରୁ ୨୭୭, କଟକରୁ ୮୭୦, ଦେବଗଡ଼ରୁ ୧୨୯, ଢେଙ୍କାନାଳରୁ ୧୫୩, ଗଜପତିରୁ ୭୭, ଗଞ୍ଜାମରୁ ୨୫୯, ଜଗତସିଂହପୁରରୁ ୩୩୦, ଯାଜପୁରରୁ ୩୮୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି ଝାରସୁଗୁଡାରୁ ୩୯୧, କଳାହାଣ୍ଡିରୁ ୨୭୪, କନ୍ଧମାଳରୁ ୮୪,କେନ୍ଦ୍ରାପଡାରୁ ୧୩୯, କେନ୍ଦୁଝରରୁ ୨୨୦, ଖୋର୍ଦ୍ଧାରୁ ୧୭୧୦, କୋରାପୁଟରୁ ୨୮୯, ମାଲକାନଗିରିରୁ ୧୪୫, ମୟୂରଭଞ୍ଜରୁ ୪୧୮, ନବରଙ୍ଗପୁରରୁ ୪୧୭,ନୟାଗଡ଼ରୁ ୨୬୧, ନୁଆପଡାରୁ ୨୨୦, ପୁରୀରୁ ୩୯୦, ରାୟଗଡ଼ାରୁ ୨୪୫, ସମ୍ବଲପୁରରୁ ୫୩୮, ସୋନପୁରରୁ ୨୫୫, ସୁନ୍ଦରଗଡରୁ ୬୪୧ ଓ ଷ୍ଟେଟ ପୁଲରୁ ୨୬୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬ ଲକ୍ଷ ୧୨ ହଜାର ୨୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମଧ୍ୟରୁ ୧ ଲକ୍ଷ ୭ ହଜାର ୪୦୩ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫ ଲକ୍ଷ ୦୨ ହଜାର ୪୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୨୯୪ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୦୮୮୨୭୫୬ ସାମ୍ପୁଲ ଟେଷ୍ଟ୍ ହୋଇଛି


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like