-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ରାଜ୍ୟ

ହରିଆଣାରେ ମେ’ ୨୪, ଜମ୍ମୁ-କଶ୍ମୀରରେ ମେ’ ୨୪ ଏବଂ ପଞ୍ଜାବରେ ମେ’ ୩୧ପର୍ଯ୍ୟନ୍ତ ବଢ଼ିଲା ଲକଡାଉନ

16-May-2021



ନୂଆଦିଲ୍ଲୀ(ପ୍ରେରଣା ଖବର)କରୋନା ସଂକ୍ରମଣକୁ ନିୟନ୍ତ୍ର କରିବ ପାଇଁ ଦିଲ୍ଲୀ ପରେ ଏବେ ହରିଆଣା, ପଞ୍ଜାବ ଏବଂ ଜମ୍ମୁ-କଶ୍ମୀରରେ ଲକଡାଉନ ଅବଧିକୁ ବାଢିଦିଆଯାଇଛି | ହରିଆଣାରେ ମେ’ ୨୪, ଜମ୍ମୁ-କଶ୍ମୀରରେ ମେ’ ୨୪ ଏବଂ ପଞ୍ଜାବରେ ମେ’ ୩୧ପର୍ଯ୍ୟନ୍ତ ଲକଡାଉନ କରାଯାଇଛି | ଏହି ସମୟ ମଧ୍ୟରେ ଜରୁରୀ ସେବାକୁ ଅନୁମତି ମିଳିଛି |
ପଞ୍ଜାବରେ ସଂକ୍ରମଣ ହୁ ହୁ ହୋଇ ବଢ଼ୁଥିବାରୁ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଲକଡାଉନ ଅବଧିକୁ ବଢ଼ାଇଥିବା କହିଛନ୍ତି | ଶନିବାର ଦିନ ପଞ୍ଜାବରେ ୨୧୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୬,୮୬୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି | ରାଜ୍ୟରେ ଏବେ ମୋଟ ସଂକ୍ରମଣ ସଂଖ୍ୟା ୪,୯୦,୭୫୫ରେ ପହଞ୍ଚିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ସଂକ୍ରମଣରେ ରାଜ୍ୟରେ ୧୧,୬୯୩ ଜଣଙ୍କର ମୃତ୍ୟୁ ଘଟିଛି।
ସେହିଭଳି ଜମ୍ମୁ -କଶ୍ମୀରରେ କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ମେ’ ୨୪ପର୍ଯ୍ୟନ୍ତ ଲକଡାଉନ ଅବଧିକୁ ବଢାଯାଇଛି | ଏପ୍ରିଲ୍ ୨୯ ରେ, ଜମ୍ମୁ -କଶ୍ମୀର ପ୍ରଶାସନ ପ୍ରଥମେ ୧୧ ଟି ଜିଲ୍ଲାରେ କର୍ଫ୍ୟୁ ଲାଗୁ କରିଥିବା ବେଳେ ପରେ ସଂକ୍ରମଣ ବଢ଼ିବାରୁ ସମସ୍ତ ୨୦ ଟି ଜିଲ୍ଲାକୁ ମେ’ ୧୭ ତାରିଖ ପର୍ଯ୍ୟନ୍ତ ଲକଡାଉନ କରିଥିଲା। ଏବେ ସଂକ୍ରମଣ ନିୟନ୍ତ୍ରଣକୁ ଆସିନଥିବାରୁ ଲକଡାଉନର ଅବଧିକୁ ବଢାଯାଇଛି |
ଅନ୍ୟପକ୍ଷରେ ହରିଆଣାର ମୁଖ୍ୟମନ୍ତ୍ରୀ ମନୋହରଲାଲ୍ ଖଟ୍ଟର ରାଜ୍ୟରେ ମେ ୨୪ ତାରିଖ ପର୍ଯ୍ୟନ୍ତ ଲକଡାଉନ ବୃଦ୍ଧି କରାଯାଇଥିବା ନେଇ ସୂଚନା ଦେଇଛନ୍ତି । ସେ କହିଛନ୍ତି କି ଲୋକମାନେ ଆହୁରି ଶକ୍ତ କଟକଣା ଲଗାଇବାକୁ ଦାବି କରିବାରୁ ସେ ଏଭଳି ନିଷ୍ପତ୍ତି ନେଇଛନ୍ତି । କହିରଖୁ କି ରାଜ୍ୟରେ ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ମେ’ ୩ ତାରିଖରେ ରାଜ୍ୟରେ ଲକଡାଉନ ଘୋଷଣା କରିଥିଲେ । ଏହାପରେ ମେ ୧୭ ତାରିଖ ପର୍ଯ୍ୟନ୍ତ ଲକଡାଉନକୁ ବୃଦ୍ଧି କରାଯାଇଥିଲା । ସ୍ଥିତିର କିଛି ସୁଧାର ନଆସିବାରୁ ପୁଣି ଏହାକୁ ମେ ୨୪ ତାରିଖ ପର୍ଯ୍ୟନ୍ତ ଘୁଂଚାଇ ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like