-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ମହାମାରୀ ସମୟରେ ଦୁଇ ଭଉଣୀ ରକ୍ତଦାନ ପାଇଁ ଆଗକୁ ଆସିଲେ. ନାରୀ ଶକ୍ତି ଫାଉଣ୍ଦେସନ ପକ୍ଷରୁ କୃତଜ୍ଞତା

17-May-2021



ବଲାଙ୍ଗିର (ପ୍ରେରଣା ଖବର) ବର୍ତ୍ତମାନ  କୋଭିଡ଼ -19 ପାଇଁ ସ୍ଥାନେ ସ୍ଥାନେ ଅନେକ ପ୍ରକାରର ସମସ୍ୟା ଦେଖାଦେଇଛି। ଅନେକ ଡାକ୍ତରଖାନାରେ  ରୋଗୀ ମାନଙ୍କ ପାଇଁ ରକ୍ତ ର ଅଭାବ ଦେଖା ଯାଉଛି। ସେଥିପାଇଁ ରକ୍ତ ଦାନର ଆବଶ୍ୟକତା ଆହୁରି ଅଧିକ ମାତ୍ରାରେ ବଢିଯାଇଛି। ହେଲେ ଏହି ଭୟାନକ ପରିସ୍ଥିତିରେ ରକ୍ତଦାନ ପାଇଁ ଆଗକୁ ଆସିବାକୁ କେହି ମଧ୍ୟ ରାଜି ହେଉନାହାନ୍ତି। ଏପରି ଘଡ଼ିସନ୍ଧି ମୁହୂର୍ତ୍ତରେ ବଲାଙ୍ଗିରର ନାରୀ ଶକ୍ତି ଫାଉଣ୍ଡେସନ ରକ୍ତଦାନ ଉପରେ ଲୋକଙ୍କୁ ସଚେତନ କରିଛି l ରକ୍ତ ଦାନ ଜୀବନ ଦାନ ଉକ୍ତି କୁ ସାର୍ଥକ କରି ନାରୀ ଶକ୍ତି ଫାଉଣ୍ଦେସନ୍ ବଲାଙ୍ଗୀରର ଏକ ନୂତନ ଜାଗରଣ ସୃଷ୍ଟି କରିଛି l ଏଥିରେ ସଂଗଠନ ର ମହିଳା ସଭ୍ୟl ମାନଙ୍କ ଉଦ୍ୟମ ପ୍ରଶଂସନୀୟ ଅଟେ l

   ବର୍ତ୍ତମାନ  ଏ + ରକ୍ତ ର ଅଭାବ ଅନେକ ମାତ୍ରାରେ ଦେଖା ଯାଉଛି। କିନ୍ତୁ ଏହି ପରିସ୍ଥିତିରେ  ସୁନି ନାଏକ  ଏବଂ ଜ୍ୟୋତ୍ସ୍ନାମୟୀ ବାଗଙ୍କ ପରି ଦୁଇ ଜଣ ଭଉଣୀ  ଏ +  ରକ୍ତ ଦେଇଛନ୍ତି।
   ସେମାନେ ଏଭଳି ପରିସ୍ଥିତିରେ ନିର୍ଭୀକ ଭାବରେ ରକ୍ତ ଦାନ ପାଇଁ ଆଗକୁ ଆସିଛନ୍ତି ଏବଂ ପ୍ରଥମ ଥର ପାଇଁ ଦୁଇ ଜଣ ଭଉଣୀ ରକ୍ତ ଦାନ କରିଛନ୍ତି। ସେଥିପାଇଁ ପାଇଁ  ନାରୀ ଶକ୍ତି ,ଫାଉଣ୍ଦେସନ  ତରଫରୁ ଦୁଇ ଜଣ ଭଉଣୀଙ୍କୁ ଅଶେଷ ଧନ୍ୟବାଦ ଜ୍ଞାପନ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like