-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||     

HOME   ଜିଲ୍ଲା

ବିଦ୍ୟୁତ ଖୁଣ୍ଟରେ ନିଆଁ ଲାଗି ଦମ୍ପତି ଆହତ, ବିଭାଗୀୟ ଅବହେଳା ଅଭିଯୋଗ

18-May-2021



ଟିଟିଲାଗଡ,(ପ୍ରେରଣା ଖବର) ବିଦ୍ୟୁତ ବିଭାଗର ଅବହେଳା ମନୋଭାବ ଯୋଗୁଁ ଟିଟିଲାଗଡ ସହର ଗୋପବନ୍ଧୁ ପାର୍କ ନିକଟରେ ବିଦ୍ୟୁତ ଖୁଣ୍ଟରେ ନିଆଁ ଲାଗି ଯାଇ ଥିବା ବେଳେ ଦୁଇ ଜଣ ନିଆଁହୁଳାରୁ ଅଳ୍ପକେ ବର୍ତୀ ଯାଇଥିଲେ । ସୂଚନା ଅନୁଯାୟୀ ସୋମବାର ଅପରାହ୍ନ ପ୍ରାୟ ୫ ଟା ସମୟରେ ସହରର 

 ଗୋପବନ୍ଧୁ ପାର୍କ ସାମ୍ନାରେ ଥିବା ଏକ ବିଦ୍ୟୁତ ଖୁଣ୍ଟରେ ହଠାତ ନିଆଁ ଲାଗି ଯାଇଥିଲା । ମୁଖ୍ୟ ସଡକରେ ଏକ ବାଇକ ଯୋଗେ ଯାଉଥିବା ଦମ୍ପତି ଉକ୍ତ ରାସ୍ତାକଡରେ ଥିବା ବିଦ୍ୟୁତ ଖୁଣ୍ଟର ନିଆଁ ଛିଟିକି ପଡିବାରୁ ଅଳ୍ପକେ ବର୍ତୀ ଯାଇଥିଲେ । ଉକ୍ତ ଦୁଇ ଦମ୍ପତି ଟିଟିଲାଗଡ ଡ଼ାକ୍ତରଖାନାରେ ଚିକିତ୍ସିତ ହୋଇଥିବା ବେଳେ ଅବସ୍ଥା ସଂକଟାପନ୍ନ  ଥିବା ସୂଚନା ପ୍ରଦାନ କରାଯାଇଛି । ପ୍ରକାଶ ଯେ ଏହି ବିଦ୍ୟୁତ ଖୁଣ୍ଟ ଗୁଡ଼ିକରେ ବିଭିନ୍ନ ରାଜନୈତିକ ଦଳୀୟ ପତାକା ତଥା ବିଭିନ୍ନ କାଗଜ ବ୍ୟାନର ଓ ଚଢେଇ ବସା ରହିଥିବା ବେଳେ ଅନେକ ମୋବାଇଲ ନେଟୱର୍କର ପ୍ଲାଷ୍ଟିକ ତାର ଓ ସେଟଅପ ବକ୍ସ ଗୁଡିକ ରହିଛି । ସ୍ଵତନ୍ତ୍ର ଭାବେ କେବଳ ବିଦ୍ୟୁତ ଖୁଣ୍ଟରେ ବିଦ୍ୟୁତ ତାର ବଦଳରେ ଏପରି ବ୍ୟବହାର ହେବା ଯୋଗୁଁ ଏପରି ଘଟଣା ବାରମ୍ବାର ଘଟୁଥିବା ଦେଖାଯାଉଛି । ଏହି ନିଆଁ ଲାଗିବା ନେଇ ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ସୂଚନା ଦେବାରୁ ନିଆଁକୁ ଆୟତ୍ତ କରାଯିବାରୁ  ନିକଟରେ ଥିବା ଗୃହ 

ଗୁଡ଼ିକର ଧନଜୀବନ ହାନି ଘଟିବାରୁ ଅଳ୍ପକେ ରକ୍ଷା ପାଇ ଯାଇଥିଲା । ଏ ନେଇ ବିଭଗୀୟ ଉଚ୍ଚ ଅଧିକାରୀ ସହରର ସମସ୍ତ ବିଦ୍ୟୁତ ଖୁଣ୍ଟରେ ଏଭଳି ଘଟଣାର ପୁନରାବୃତ୍ତି ନ ହେବା ନେଇ ଉପଯୁକ୍ତ ପଦକ୍ଷେପ ନେବାକୁ ଦାବୀ ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026

You Might Also Like