-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ରାଜ୍ୟ

ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଭୁବନେଶ୍ୱରରେ ଆରମ୍ଭ ହେଲା ସପ୍ତାହବ୍ୟାପୀ ରକ୍ତଦାନ ଶିବିର

18-May-2021



ଭୁବନେଶ୍ୱର(ଶୁଭାଶିଷ ନାୟକ):ଆଜି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ କରୋନା ମହାମାରୀ ସମୟରେ ରକ୍ତସଙ୍କଟ ଦୂର କରିବା ପାଇଁ ଭୁବନେଶ୍ୱରରେ ଆରମ୍ଭ  ହୋଇଯାଇଛି ସପ୍ତାହବ୍ୟାପୀ ରକ୍ତଦାନ ଶିବିର। ଆଜି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ କରୋନା ସମୟରେ ରକ୍ତଭାବ ଦୂର କରିବା ପାଇଁ ଜୀବନ ବିନ୍ଦୁ ଏବଂ ରକ୍ତଦାନ କାର୍ଯ୍ୟକ୍ରମକୁ ବ୍ୟାପକ କରିବା ପାଇଁ ଯେଉଁ ଆହ୍ୱାନ ଦିଆଯାଇଥିଲା ତାହାକୁ ସଫଳ କରିବାକୁ ଯାଇ ଆଜି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ରାଜ୍ୟ କାର୍ଯ୍ୟାଳୟ ଠାରେ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ମିିକୁ ପ୍ରଧାନଙ୍କ ନେତୃତ୍ୱରେ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇ ୨୨ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି। ଏହି କାର୍ଯ୍ୟକ୍ରମକୁ ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଉଦଘାଟନ କରିଥିଲେ। ତତ୍ ସହିତ ଏହି ଅବସରରେ ମାନ୍ୟବର ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ମାନ୍ୟବର ବିଧାୟକ ବଡମ୍ବା ଦେବୀ ମିଶ୍ର, ମାନ୍ୟବର ବିଧାୟକ ମହାକାଳପଡ଼ା ଅତନୁ ସବ୍ୟସାଚୀ ନାୟକ,ଓଡ଼ିଶା ମୋ ପରିବାର ଆବାହକ ଅରୂପ ପଟ୍ଟନାୟକ, ଓଡ଼ିଶା ମୋ ପରିବାର ସଂଯୋଜକ ରୁଦ୍ର ସାମନ୍ତରାୟ,ବିଜୁ ଛାତ୍ର ଜନତା ଦଳ ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ରହି ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ।
ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଆଗାମୀ ଦିନରେ ଏହି ରକ୍ତଦାନ ଶିବିରକୁ ଆହୁରି ବ୍ୟାପକ ଭାବେ ତ୍ଵରାନିତ କରାଯିବା ସହ କରୋନା ସମୟରେ ରକ୍ତ ଅଭାବ ନ ଦେଖା ଯିବା ପାଇଁ ବିଜୁ ଛାତ୍ର ଜନତା ଦଳର ପ୍ରତ୍ୟେକ କର୍ମକର୍ତ୍ତା ଉତ୍ସାହିତ ଓ ପ୍ରତିଶ୍ରୁତିବଦ୍ଧ ବୋଲି ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ନିଜ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like