-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ରାଜ୍ୟ

ସତୀଶ ବିଶ୍ୱାଳ ହେଲେ ଓଡିଶା ରାଜ୍ୟ ଏଡସ କର୍ମଚାରୀ କଲ୍ୟାଣ ସଂଘ କାର୍ଯ୍ୟକାରୀ ସଭାପତି 

21-Oct-2020



ଭୁବନେଶ୍ୱର,୨୧/୧୦ ଓଡିଶା ରାଜ୍ୟ ଏଡସ କର୍ମଚାରୀ କଲ୍ୟାଣ ସଂଘର କାର୍ଯ୍ୟକାରୀ ସଭାପତି ଭାବେ ବି.ଜେ.ଡି ଯୁବନେତା ତଥା ସମାଜସେବୀ ସତୀଶ ବିଶ୍ୱାଳ ସର୍ବସମ୍ମତକ୍ରମେ ମନୋନୀତ ହୋଇଛନ୍ତି । ଏଥିନେଇ ଓଡିଶା ରାଜ୍ୟ ଏଡସ କର୍ମଚାରୀ ସଂଘ ତରଫରୁ ଏକ ପ୍ରେସ ବିଜ୍ଞପ୍ତି ଜରିଆରେ ସାଧାରଣ ସଂପାଦକ ଦଃୁଖିଶ୍ୟାମ ପଟ୍ଟନାୟକ ସୂଚନା ପ୍ରଦାନ କରିଛନ୍ତି । ସତୀଶ ଶ୍ରମିକ କଲ୍ୟାଣ ତଥା ସମାଜର ଦଃୁସ୍ଥ ଅବହେଳିତ ବର୍ଗର ସ୍ୱାର୍ଥରକ୍ଷା କ୍ଷେତ୍ରରେ ଦୀର୍ଘଦିନ ଧରି କାର୍ଯ୍ୟ କରିବା ସହ ଏଥିପାଇଁ ୧୭ ଟି ରାଜ୍ୟ ସ୍ତରୀୟ ସମ୍ମାନ ପାଇଛନ୍ତି । ଏହାସହ ପାହାଡ ପର୍ବତ ଏବଂ ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି । ଜଣେ ସାମ୍ବାଦିକ ଏବଂ ସ୍ତମ୍ବକାର ଭାବେ ସୁନାମ ଅର୍ଜନ କରିଥିବା ସତୀଶ ୩ ଥର ରାଜ୍ୟର ଶ୍ରେଷ୍ଠ ସାମ୍ବାଦିକ ସମ୍ମାନ ପାଇଛନ୍ତି । ଏଥିପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏଡସ ନିରାକରଣ କ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀ ଏବଂ ସ୍ୱେଚ୍ଛାସେବୀଙ୍କ ତରଫରୁ ସତୀଶଙ୍କୁ ସମ୍ବର୍ଦ୍ଧନା ଜଣାଯିବା ସହ ବିଭିନ୍ନ ମହଲରୁ ସ୍ୱାଗତ କରାଯାଇଛି । ଏହି କର୍ମଚାରୀମାନେ କରୋନା ନିରାକରଣ କ୍ଷେତ୍ରରେ ସରକାରଙ୍କ ତରଫରୁ ଦିଆଯାଇ ଥିବା ଦାୟୀତ୍ୱ ନିଷ୍ଠାର ସମ୍ପାଦନ କରିଛନ୍ତି । ହେଲେ କରୋନା ମୁକାବିଲା କ୍ଷେତ୍ରରେ ଅନ୍ୟ ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀଙ୍କ ଭଳି ଏହି କର୍ମଚାରୀଙ୍କୁ ଆବଶ୍ୟକ ସୁବିଧା ସୁଯୋଗ ପ୍ରଦାନ କରାନଯିବା ଦଃୁର୍ଭାଗ୍ୟଜନକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାସ୍ଥ୍ୟ ବିଭାଗର ପ୍ରତିଟି ସମସ୍ୟା ପ୍ରତି ଗୁରୁତ୍ୱ ଦେଉଥିବାରୁ ଏହି କର୍ମଚାରୀଙ୍କ ସମସ୍ୟା ପ୍ରତି ନିଶ୍ଚୟ ଗୁରୁତ୍ୱ ଦେବେ ବୋଲି ସତୀଶ ପ୍ରକାଶ କରିଛନ୍ତି । ଏଥିନେଇ ସରକାରଙ୍କ ପାଖରେ ଦାବି ଉପସ୍ଥାପନ ସହ ଅନ୍ୟାନ୍ୟ ସମସ୍ୟା ନେଇ ଦାବି ଉପସ୍ଥାପନ କରାଯିବ ବୋଲି ସତୀଶ ମତ ପ୍ରକାଶ କରିଛନ୍ତି । ସେ ଯାଜପୁର ଜିଲ୍ଲାର ଧର୍ମଶାଳା ବ୍ଲକ ଅନ୍ତର୍ଗତ ମଧୁପୁରଗଡ ପଂଚାୟତ ଭୁବନପୁର ଗ୍ରାମର ବରିଷ୍ଠ ବି.ଜେ.ଡି ସଂଗଠକ ତଥା ସମାଜସେବୀ ସନ୍ତୋଷ ବିଶ୍ୱାଳଙ୍କ ପୁଅ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like