-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ରାଜ୍ୟ

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ନିଷ୍ପତ୍ତି : ଜୁନ୍ ୧ ଯାଏ ରାଜ୍ୟରେ ଲକଡାଉନ୍ କଟକଣା ବଳବତ୍ତର ରହିବ

18-May-2021



ଭୁବନେଶ୍ୱର, (ଶୁଭାଶିଷ ନାୟକ) : ରାଜ୍ୟରେ ବଢ଼ୁଥିବା କୋଭିଡ୍ ସଂକ୍ରମଣକୁ ଦେଖି ସରକାର ଲକଡାଉନ୍ ଅବଧିକୁ ବଢ଼ାଇଛନ୍ତି । ଜୁନ୍ ୧ ଯାଏ ରାଜ୍ୟରେ ଲକଡାଉନ୍ କଟକଣା ବଳବତ୍ତର ରହିବ । ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ରାଜ୍ୟରେ ଦୈନିକ ସଂକ୍ରମଣ ୧୦ ହଜାର ଉପରେ ରହୁଥିବା ବେଳେ ଲକଡାଉନ୍ ସମ୍ପ୍ରସାରଣ ନେଇ ବିଶେଷଜ୍ଞମାନେ ମତ ଦେଉଥିଲେ ।
ଲକଡାଉନକୁ ସରକାର ୨ ସପ୍ତାହ ବୃଦ୍ଧି କରିଛନ୍ତି । ଲକଡାଉନ୍ କଟକଣା ଜୁନ୍ ୧ ତାରିଖ ସକାଳ ୫ଟା ଯାଏ ବୃଦ୍ଧି କରାଯାଇଛି । ପୂର୍ବଭଳି ସପ୍ତାହନ୍ତ ସଟଡାଉନ୍ ଜାରି ରହିବ । ପୂର୍ବାପେକ୍ଷା କଟକଣାକୁ ବଢ଼ାଯାଇଛି । ଏଣିକି ସୋମବାର ଠାରୁ ଶୁକ୍ରବାର ଯାଏ ୪ ଘଣ୍ଟା ମଧ୍ୟରେ ପନିପରିବା କିଣିହେବ । ସକାଳ ୭ଟାରୁ ଦିନ ୧୧ଟା ଯାଏ ପାଦରେ ଚାଲି ଚାଲି ଅତ୍ୟାବଶ୍ୟକୀୟ ସାମଗ୍ରୀ କିଣି ପାରିବେ । ଲକଡାଉନ୍ ନିୟମ ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ।
ମାଲ୍ ପରିବହନ ଉପରେ କୌଣସି କଟକଣା ରହିବ ନାହିଁ । ବିବାହରେ ସର୍ବାଧିକ ୨୫ ଜଣ ସାମିଲ୍ ହୋଇପାରିବେ । ବର, କନ୍ୟା, ଅତିଥି ସମସ୍ତଙ୍କୁ ମିଶାଇ ସର୍ବାଧିକ ୨୫ ଜଣ ଭାଗନେବେ । ଭୋଜିଭାତ ହୋଇପାରିବ ନାହିଁ । କେବଳ ପ୍ୟାକେଟ୍ ମାଧ୍ୟମରେ ଖାଇବା ଦେଇପାରିବେ । ବିବାହ, ଅନ୍ତ୍ୟେଷ୍ଟି ଆଦି ସମସ୍ତ କାର୍ଯ୍ୟରେ କେହି ଖାଇ ପାରିବେ ନାହିଁ । କେବଳ ପ୍ୟାକେଟ୍ ଖାଦ୍ୟ ଦିଆଯାଇ ପାରିବ ।ଲକଡାଉନ୍ ସମୟରେ ଟେଷ୍ଟିଂ ଓ ଟିକାକରଣ ଚାଲିବ । ସମସ୍ତ ସ୍ୱାସ୍ଥ୍ୟସେବା ଅନୁଷ୍ଠାନ ଜାରି ରହିବ । ଗ୍ରାମାଞ୍ଚଳରେ କରୋନା ବ୍ୟାପୁଥିବାରୁ ପଞ୍ଚାୟତିରାଜ ସଂସ୍ଥା ନିଜ ଅଞ୍ଚଳରେ ଅନ୍ୟ ଅଞ୍ଚଳରୁ ଆସୁଥିବା ଲୋକଙ୍କ ଉପରେ ନଜର ରଖିବେ । ବାହାରୁ ଆସୁଥିବା ଲୋକଙ୍କୁ ହୋମ୍ ଆଇସୋଲେସନରେ ରହିବା ନେଇ ଗୁରୁତ୍ୱ ଦେବେ । ଘରକୁ ଘର ବୁଲି ୩ ମାସ ଯାଏ କ୍ୟାମ୍ପେନ୍ କରାଯିବ । କରୋନା ଲକ୍ଷଣ ଥିଲେ ଟେଷ୍ଟି କରାଯିବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି ।ପ୍ରଥମ ପର୍ଯ୍ୟାୟ ଲକଡାଉନ୍  ଅପେକ୍ଷା ଦ୍ୱିତୀୟ ପର୍ଯ୍ୟାୟ ଲକଡାଉନରେ ସରକାରୀ ଓ ବେସରକାରୀ ଅଫିସରେ କର୍ମଚାରୀଙ୍କ ସଂଖ୍ୟା ଆହୁରି କମ୍ ରହିବ । ଏନେଇ ନୂଆ ନିର୍ଦ୍ଦେଶନାମା ଜାରି କରାଯିବ ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like