-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ବିଶିଷ୍ଟ କୋସଲବାଦୀ ନେତା, ପୂର୍ବତନ ମନ୍ତ୍ରୀ କାର୍ତ୍ତିକ ତରିଆଙ୍କ ବିୟୋଗରେ କୋସଲ ରାଜ୍ୟ ସମନ୍ୱୟ ସମିତିର ଶୋକ

18-May-2021



ବଲାଙ୍ଗିର(ପ୍ରେରଣା ଖବର)-କୋସଲ ରାଜ୍ୟ ସମନ୍ୱୟ ସମିତିର କେନ୍ଦ୍ରୀୟ ସଭାପତି ମଣ୍ଡଳ ସଦସ୍ୟ, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ଆଇନଜୀବୀ କାର୍ତ୍ତିକ ତରିଆଙ୍କ ତିରୋଧାନ ହୋଇଯାଇଛି । ଗତ କାଲି ୭୦ ବର୍ଷ ବୟସରେ ଶ୍ରୀ ତରିଆ ଇହଧାମ ତ୍ୟାଗ କରିଛନ୍ତି । ଶ୍ରୀ ତରିଆ ଜଣେ ସୁନାମଧନ୍ୟ ଆଇନଜ୍ଞ, ରାଜନେତା ତଥା ସୁସଂଗଠକ ଥିôଲେ । ଗତ କିଛି ବର୍ଷ ହେଲା ସେ ସକ୍ରିୟ ଭାବରେ କୋସଲ ମୁକ୍ତି ଆନ୍ଦୋଳନ ସହ ଜଡିତ ରହିଥିଲେ । ଶ୍ରୀ ତରିଆ ବିଭିନ୍ନ ସମୟରେ କୋସଲ ରାଜ୍ୟ ସମନ୍ୱୟ ସମିତିର ସୁବର୍ଣ୍ଣପୁର ଜିଲ୍ଲା ସଭାପତି, ବଲାଙ୍ଗିର ଲୋକସଭା ନିର୍ବାଚନ ମଣ୍ଡଳିର ସଭାପତି ମଣ୍ଡଳି ସଦସ୍ୟ ଓ କେନ୍ଦ୍ରୀୟ ସଭାପତି ମଣ୍ଡଳୀର ସଦସ୍ୟ ରୂପେ କୋସଲ ମୁକ୍ତି ଆନ୍ଦୋଳନର ବିଭିନ୍ନ କାର୍ଯ୍ୟକ୍ରମରେ ସକ୍ରିୟ ଯୋଗଦାନ କରିଥିଲେ । ଶ୍ରୀ ତରିଆଙ୍କ ସମୁନ୍ଧି ପ୍ରଫେସର ଜୟଦେବ ଦଣ୍ଡସେନା ମଧ୍ୟ କୋସଲ ମୁକ୍ତି ଆନ୍ଦୋଳନରେ ସକ୍ରିୟ ଅଛନ୍ତି ।  ବିରମହାରାଜପୁର ବାର ଏସୋସିଏସନର ସଭାପତି ରୂପେ ଶ୍ରୀ ତରଆ ହାଇକୋର୍ଟ ବେଞ୍ଚ ଆନ୍ଦୋଳନରେ ମଧ୍ୟ ସକ୍ରିୟ ଥିôଲେ । ଶ୍ରୀ ତରିଆଙ୍କ ବିୟୋଗ କୋସଲ ମୁକ୍ତି ଆନ୍ଦୋଳନଙ୍କ ପାଇଁ ଏକ ଅପୁରଣୀୟ କ୍ଷତି ତଥା ତାଙ୍କ ବିୟୋଗରେ କୋସଲ ଆନ୍ଦୋଳନରେ ବିଭିନ୍ନ ସାମାଜିକ ଆନ୍ଦୋଳନରେ ଏକ ଶୁନ୍ୟସ୍ଥାନ ସୃଷ୍ଟି ହେଲା ବୋଲି ଶ୍ରୀ ତରିଆଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ କୋସଲ ରାଜ୍ୟ ସମନ୍ୱୟ ସମିତିର କେନ୍ଦ୍ରୀୟ ଅଧ୍ୟକ୍ଷ ପ୍ରମୋଦ କୁମାର ମିଶ୍ର ମତବ୍ୟକ୍ତ କରିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ କୋସଲ ରାଜ୍ୟ ସମନ୍ୱୟ ସମିତିର କେନ୍ଦ୍ରୀୟ ଉପାଧ୍ୟକ୍ଷ ମନୋରଞ୍ଜନ ସିଂ ବରିହା ଓ ମନୋରଂଜନ ସାହୁ, ସାଧାରଣ ସଂପାଦକ ସୁନିଲ ପୁରୋହିତ, ବିଭୁଦତ୍ତ ମିଶ୍ର, ପ୍ରଶାନ୍ତ ମାଝି, ସଂପାଦକ ମଣ୍ଡଳି ସଦସ୍ୟ ଲଳିତ କୁମାର ସାହୁ, ସୁରେନ୍ଦ୍ର ସାହୁ, ରାମଚନ୍ଦ୍ର ଅମାତ, ସୁରେନ୍ଦ୍ର ପଣ୍ଡା, କୋଷାଧ୍ୟକ୍ଷ ପ୍ରମୋଦ ଝାଙ୍କର, ଯୁବ ସଂଗଠକ ଡୋଳାମଣି ପ୍ରଧାନ ପ୍ରମୁଖ ଶ୍ରୀ ତରିଆଙ୍କ ସ୍ମୃତି ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like