-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଦେଓଗାଁ ବ୍ଲକରେ ଟୀକାକରଣ ବାଧାପ୍ରାପ୍ତ ଡାଟା ଏଣ୍ଟ୍ରି ଅପରେଟର ଓ ଭେକ୍ସିନେଟର ନିଯୁକ୍ତି ପାଇଁ ଦାବି

18-May-2021



ବଲାଙ୍ଗୀର,(ପ୍ରେରଣା ଖବର)- ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକରେ ଟୀକାକରଣ ବାଧାପ୍ରାପ୍ତ ହୋଇଛି ବୋଲି ବ୍ଲକ ଅଧ୍ୟକ୍ଷା ରୀନା ମେହେର ବଲାଙ୍ଗିର ଜିଲ୍ଲାପାଳ ଚଂଚଳ ରଣାଙ୍କୁ ଏକ ପତ୍ର ଲେଖି ଜଣାଇଛନ୍ତି । ଡାଟା ଏଣ୍ଟ୍ରି ଅପରେଟର ଓ ଭେକ୍ସିନେଟର ପଦବି ଖାଲି ଥିବାରୁ ଏହି ଟୀକାକରଣ ବାଧାପ୍ରାପ୍ତ ହୋଇଛି ବୋଲି ମଧ୍ୟ  ସେ ତାଙ୍କ ପତ୍ରରେ ଦର୍ଶାଇଛନ୍ତି । କରୋନାର ଦ୍ୱିତୀୟ ଏକ ଭୟାବହ ରୂପ ନେଇଛି । ବଲାଙ୍ଗୀରରେ ମଧ୍ୟ ଏହାର କରାଳ ରୂପ ଦେଖିବାକୁ ମିଳିଛି । ବଲାଙ୍ଗୀର ଜିଲ୍ଲା ପ୍ରଶାସନ ତରଫରୁ ଦେଓଗାଁ ବ୍ଲକର ଅର୍ଜୁନପୁର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର , ଦେଓଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଓ ବନ୍ଧପଡା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ  କୋଭିଡ ଟୀକାକରଣ କେନ୍ଦ୍ର ଖୋଲାଯିବ ସହିତ ଟୀକାକରଣ ମଧ୍ୟ ଚାଲିଛି । ତେବେ ଦେଓଗାଁ ବ୍ଲକର କରୁଆଁଝର ଓ ଗୌରଗୋଠ ଠାରେ ଦୁଇଠି ଆର‌୍ୟୁବେଦିକ ଚିକିତ୍ସା କେନ୍ଦ୍ର ରହିଛି । ଏହି ଦୁଇଟି କେନ୍ଦ୍ରକୁ ମଧ୍ୟ ଟୀକାକରଣ କେନ୍ଦ୍ର କରାଯାଇପାରେ । ଅନସୂଚିତ ଜାତି , ଜନଜାତି ଓ ପଛୁଆ ବର୍ଗ ବହୁଳ ଅଂଚଳ ହେଉଛି ଦେଓଗାଁ ବ୍ଲକ । ସମସ୍ତଙ୍କୁ କିଭଳି ଭାବେ ଟୀକାକରଣ କରାଯାଇପାରିବ ତାହା ଏକ ବଡ ଆହ୍ୱାନ । ଆଗାମୀ ଦିନରେ ୧୮ ରୁ ୪୪ ବର୍ଷର ଲୋକଙ୍କୁ ଟୀକା ପ୍ରଦାନ କରାଯିବ । ସାମ୍ପ୍ରତିକ ସମୟରେ ବ୍ଲକରେ କେବଳ ୩ ଟି କେନ୍ଦ୍ରରେ ଟୀକାକରଣ ହେଉଛି । ୧୮ ରୁ ୪୪ ବର୍ଷ ବର୍ଗର ଲୋକଙ୍କୁ ଯେତେବେଳେ ଟୀକା ପ୍ରଦାନ କରାଯିବ , ସେତେବେଳେ ଏହି ୩ କେନ୍ଦ୍ର ଉପରେ ଗୁରୁତର ବୋଝ ପଡିବ । ସେହି ଦୃଷ୍ଟିକୋଣରୁ ତଥା ଜନସାଧାରଣଙ୍କ ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ରାମଚନ୍ଦ୍ରପୁର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାଟା ଏଣ୍ଟ୍ରି ଅପରେଟର ସହିତ ଭେକ୍ସିନେଟର ନିଯୁକ୍ତି କରିବା , କରୁଆଁଝର ଓ ଗୌଡଗୋଠରେ ଥିବା ଆୟୁର୍ବେଦିନ ଚିକିତ୍ସା କେନ୍ଦ୍ରକୁ ଟୀକାକରଣ କେନ୍ଦ୍ର ଭାବେ ଆରମ୍ଭ କରିବା ପାଇଁ ଶ୍ରୀମତୀ ମେହେର ଜିଲ୍ଲାପାଳଙ୍କ ନିକଟରେ ଦାବି କରିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like