-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ରାଜ୍ୟ

ରାଉରକେଲାରେ ୧୮ ପ୍ଲସ୍ ବର୍ଗଙ୍କ ପାଇଁ ଖୋଲିବ ଆଉ ୪ଟି ଟିକାକରଣ କେନ୍ଦ୍ର, ମେ’ ୧୯ ଦିନ ୧୧ଟା ପରେ ସ୍ଲଟ୍ ବୁକିଂ

18-May-2021



ରାଉରକେଲା,(ପ୍ରେରଣା ଖବର ବ୍ୟୁରୋ) ରାଉରକେଲା ସହରରେ ୧୮ ପ୍ଲସ୍ ବର୍ଗଙ୍କ କୋଭିଡ୍-୧୯ ଟିକାକରଣ ପାଇଁ ଆଉ ୪ଟି କେନ୍ଦ୍ର ଖୋଲିବାକୁ ଯାଉଛି। ୨୦ ତାରିଖରୁ ୨ଟି କେନ୍ଦ୍ର ଖୋଲୁଥିବା ବେଳେ ୨୪ ତାରିଖରୁ ଆଉ ୨ଟି ଟିକାକରଣ କେନ୍ଦ୍ର ଖୋଲିବ। ତେଣୁ ଏହାକୁ ମିଶାଇଲେ ସହରରେ ମୋଟ ୧୨ଟି ଟିକାକରଣ କେନ୍ଦ୍ର ହେବ। ଏହି ନୂତନ ଟିକାକରଣ କେନ୍ଦ୍ର ଲାଗି ମେ’୧୯ ବୁଧବାର ଦିନ ୧୧ଟା ପରେ ସ୍ଲଟ୍ ବୁକିଂ ଆରମ୍ଭ ହେବ। 

ଉଦିତ ନଗରସ୍ଥିତ ମ୍ୟୁନିସିପାଲ କଲେଜ ଏବଂ ସେକ୍ଟର-୮ସ୍ଥିତ ସୋସିଆଲ ହୋମରେ ୨୦ ତାରିଖରୁ ଯୁବ ବର୍ଗଙ୍କ ପାଇଁ ଟିକାକରଣ ଆରମ୍ଭ ହେବ। ସେହିପରି କୋଏଲ ନଗର ‘ସି’ ବ୍ଲକସ୍ଥିତ ନୀଳକଣ୍ଠେଶ୍ୱର ମନ୍ଦିର ଏବଂ ଷ୍ଟିଲ ଟାଉନସିପର ଆମବାଗାନସ୍ଥିତ ଭଞ୍ଜ ଭବନଠାରେ ୨୪ ତାରିଖରୁ ନୂତନ ଟିକାକରଣ କେନ୍ଦ୍ର ଚାଲିବ। 

ଏହିସବୁ କେନ୍ଦ୍ରରେ ସକାଳ ୧୦ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଟିକାକରଣ ଚାଲିବ। କେବଳ ୧୮-୪୪ ବର୍ଷ ବର୍ଗର ପଞ୍ଜୀକରଣ କରି ସ୍ଲଟ୍ ପାଇଥିବା ହିତାଧିକାରୀଙ୍କୁ ସେଠାରେ ଟିକା ଦିଆଯିବ। ଏହି ନୂତନ ୪ଟି କେନ୍ଦ୍ର ଲାଗି ମେ’ ୨୮ ପର୍ଯ୍ୟନ୍ତ ପ୍ରଶାସନ ପକ୍ଷରୁ ଏହି ଟିକାକରଣ ସୂଚୀ ପ୍ରସ୍ତୁତ କରାଯାଇଛି। ଏହା ପୂର୍ବରୁ ଜାରି କରାଯାଇଥିବା ସୂଚୀ ଅନୁଯାୟୀ ଯେଉଁମାନେ ପଞ୍ଜୀକରଣ କରି ବିଭିନ୍ନ କେନ୍ଦ୍ରରେ ଟିକାକରଣ ଲାଗି ସ୍ଲଟ ପାଇଛନ୍ତି ସେମାନେ ସେହି ଅନୁଯାୟୀ ଟିକା ନେଇ ପାରିବେ।

ରାଉରକେଲା ମହାନଗର ନିଗମ ଅଞ୍ଚଳରେ ୧୮ରୁ ୪୪ ଏବଂ ୪୫ ପ୍ଲସ୍ ବର୍ଗଙ୍କ ପାଇଁ ଟିକାକରଣ ଚାଲିଛି। ଟିକାଦାନ ସମୟରେ ହିତାଧିକାରୀମାନେ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ରକ୍ଷା କରିବାକୁ ପ୍ରଶାସନ ପକ୍ଷରୁ ଅପିଲ୍ କରାଯାଇଛି। କୋଭିଡ୍ ସମ୍ପର୍କିତ କୌଣସି ସୂଚନା ଓ ସହାୟତା ପାଇଁ ରାଉରକେଲା କୋଭିଡ୍ ହେଲ୍ପଲାଇନ୍ ୧୮୦୦ ୩୪୫ ୭୪୬୮ ଏବଂ ସୁନ୍ଦରଗଡ଼ ଜିଲ୍ଲା ହେଲ୍ପଲାଇନ୍ ୧୮୦୦ ୩୪୫ ୭୪୬୧ / ୦୧୧ – ୪୧୧୮୨୧୩୮ ନମ୍ବର ପ୍ରଶାସନ ପକ୍ଷରୁ ଜାରି କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like