-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

କିନ୍ନର ମାନଙ୍କୁ ସୁଯୋଗ ଓ ନିର୍ମାଣ ତରଫରୁ ରିଲିଫ୍ ବଣ୍ଟନ

19-May-2021



ପୁରୀ- (ସମୀର ରଞ୍ଜନ ନାୟକ) ୧୮.୦୫.୨୦୨୧- କୋଭିଡ କଟକଣା ଓ ଲକ୍ ଡାଉନ୍ ଯୋଗୁଁ ଅସୁବିଧାରେ ଚଳୁଥିବା  କିନ୍ନର ମାନଙ୍କୁ ସୁଯୋଗ ସଂସ୍ଥ‍ା ପକ୍ଷରୁ ରିଲିଫ୍ ବଣ୍ଟନ କରାଯାଇଛି।ପୁରୀ ପୌରାଞ୍ଚଳ ତଥା ଏହାର ଆଖପାଖ ଅଞ୍ଚଳରେ ବସବାସ କରୁଥିବା ପ୍ରାୟ ୫୦ ଜଣ କିନ୍ନର ମାନଙ୍କୁ ଚୂଡା, ଚାଉଳ, ଚିନି, ପନି ପରିବା ସହିତ  ସାନିଟାଇଜର ,ମାସ୍କ  ଓ ସାବୁନ୍ ମଧ୍ୟ ବଣ୍ଟନ କରାଯାଇଛି ।ସାମାଜିକ , ସାଂସ୍କୃତିକ ଓ ଶୈକ୍ଷକ  ଅନୁଷ୍ଠାନ ନିର୍ମାଣ ପୁରୀ ଓ ସୁଯୋଗ ଭୁବନେଶ୍ୱର ଦ୍ଵାରା ଏହି କାର୍ଯ୍ୟକ୍ରମ ଆୟୋଜିତ ହେଇଥିଲା। ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ତ୍ରିନାଥ ପାଢୀ ଏହି ବଣ୍ଟନ କାର୍ଯରେ ଯୋଗ ଦେଇ କିନ୍ନର ମାନଙ୍କ ପୁନର୍ବାସ ପାଇଁ ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନେ କାର୍ଯ କରିବା ପାଇଁ ଆଗେଇ ଆସିବା ଉଚିତ୍ ବୋଲି କହିଥିଲେ। ସେହିପରି ନାଲକୋର ପୂର୍ବତନ CMD ତଥା ସୁଯୋଗର ଅଧକ୍ଷ ଡଃ ତପନ କୁମାର ଚାନ୍ଦ ଭର୍ଚ୍ୟୁଆଲ ମୋଡ ମାଧ୍ୟମରେ ଯୋଗ ଦେଇ ସୁଯୋଗ ଅନୁଷ୍ଠାନ ଆଗାମୀ ଦିନରେ କିନ୍ନର ମାନଙ୍କ ଥଇଥାନ ପାଇଁ କାର୍ଯ କରିବ ବୋଲି କହିଥିଲେ। ପୁରୀ ଜିଲ୍ଲା କିନର ମହାସଂଘ ସଭାପତି ପ୍ରିୟାଶୀଂ ଲକ୍ ଡାଉନ୍ ଯୋଗୁଁ କିନରମାନେ ଅନେକ ଅଭାବ ଅସୁବିଧାରେ ଥିବା ଏବଂ ଏଭଳି ସମୟରେ ସୁଯୋଗ ଓ ନିର୍ମାଣ ଅନୁଷ୍ଠାନ ସେମାନଙ୍କୁ ସହଯୋଗ କରି ଥିବାରୁ ଧନ୍ୟବଦ୍ ଦେଇ ଥିଲେ। ଏହି କାର୍ଯ୍ୟ କ୍ରମକୁ ଶିଶୁ କଲ୍ୟାଣ କମିଟି ର ପୂର୍ବତନ ଅଧ୍ୟକ୍ଷ ତଥା ନିର୍ମାଣ ଅନୁଷ୍ଠାନର ସମ୍ପାଦକ ପରିଚାଳନା କରିଥିବା ବେଳେ ଶ୍ରୀ ପ୍ରସାଦ ମହାନ୍ତି, ଶ୍ରୀ ସତ୍ୟ ସୁନ୍ଦର ନାୟକ, ଶ୍ରୀ ବିଚି ପଟ୍ଟନାୟକ  ସହଯୋଗ କରି ଥିଲେ। ଏହି ଅବସରରେ ପୁରୀ ଜିଲ୍ଲା ସମାଜିକ୍  ସୁରକ୍ଷା ତଥା ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ତରଫରୁ ୨୮ ଜଣ କିନ୍ନରଙ୍କୁ ପରିଚୟ ପତ୍ର ପ୍ରଦାନ କରାଯାଇ ଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like