-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||     

HOME   ଦେଶ ବିଦେଶ

ବଢୁଛି ମୃତ୍ୟୁସଂଖ୍ୟା: ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୬୭,୩୩୪ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୪,୫୨୯

19-May-2021



ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୨.୬୭ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୪,୫୨୯ ରହିଥିବା ଜଣାପଡ଼ିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୬୭,୩୩୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪,୫୨୯ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୫୪,୯୬,୩୩୦ ଓ ମୃତ୍ୟୁସଂଖ୍ୟା ୨,୮୩,୨୪୮ରେ ପହଞ୍ଚିଛି।

ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୮୯,୮୫୧ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୧୯,୮୬,୩୬୩ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୨,୨୬,୭୧୯।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୮,୫୮,୦୯,୩୦୨ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୧୮ ତାରିଖ ସୁଦ୍ଧା ସମୁଦାୟ ୩୨,୦୩,୦୧,୧୭୭ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୨୦,୦୮,୧୯୫ଟି ନମୁନା। (ଦୀପକ କୁମାର ଷଡଙ୍ଗୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026

You Might Also Like